Psalm 129

1 ମାରେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କଲେ। ଇଶ୍ରାୟେଲ, ଏହାକୁ ଆଉଥରେ କୁହ।

2 ମାେ ଜୀବନସାରା ବହୁ ଶତ୍ରୁ ମାେତେ ଆକ୍ରମଣ କରିଛନ୍ତି। କିନ୍ତୁ ସମାନେେ କବେେ ମାେତେ ପରାସ୍ତ କରିପାରିଲେ ନାହିଁ।

3 ସମାନେେ ମାେ ପିଠିରେ ଗଭୀର କ୍ଷତ ହବୋ ପର୍ୟ୍ଯନ୍ତ ଆଘାତ କରନ୍ତି। ମାରେ ପିଠି ହଳ କରା ପଡ଼ିଆ ପରି ଜଣାଗଲା।

4 କିନ୍ତୁ ସଦାପ୍ରଭୁ ୟିଏ ୟାହା ଠିକ୍ କରନ୍ତି, ସହେି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।

5 ଯେଉଁ ଲୋକମାନେ ସିୟୋନ୍କୁ ଘୃଣା କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ସମାନେେ ଅଟକି ୟାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।

6 ସମାନେେ ଗୃହର ଛାତ ଉପରିସ୍ଥ ତୃଣତୁଲ୍ଯ ବଢ଼ିବା ପୂର୍ବରୁ ଶୁଖି ୟାଆନ୍ତୁ।

7 ୟପରେି କଟାଳି ତା'ର ହଳୋପୂର୍ଣ୍ଣ କରିପାରେ ନାହିଁ। ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।

8 ତାଙ୍କ ବାଟ ଦଇେ ଯାଉଥିବା ଲୋକମାନେ କହନ୍ତି ନାହିଁ, ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ। କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।

1 A Song of degrees.

2 Many a time have they afflicted me from my youth, may Israel now say:

3 Many a time have they afflicted me from my youth: yet they have not prevailed against me.

4 The plowers plowed upon my back: they made long their furrows.

5 The Lord is righteous: he hath cut asunder the cords of the wicked.

6 Let them all be confounded and turned back that hate Zion.

7 Let them be as the grass upon the housetops, which withereth afore it groweth up:

8 Wherewith the mower filleth not his hand; nor he that bindeth sheaves his bosom.

9 Neither do they which go by say, The blessing of the Lord be upon you: we bless you in the name of the Lord.