Bible

Psalm 21 - MALAYALAM (Oriya)

1 യഹോവേ, രാജാവു നിന്റെ ബലത്തിൽ സന്തോഷിക്കുന്നു; നിന്റെ രക്ഷയിൽ അവൻ ഏറ്റവും ഉല്ലസിക്കുന്നു.ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

2 അവന്റെ ഹൃദയത്തിലെ ആഗ്രഹം നീ അവന്നു നല്കി; അവന്റെ അധരങ്ങളുടെ യാചന നിഷേധിച്ചതുമില്ല. സേലാ.ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

3 നന്മയുടെ അനുഗ്രഹങ്ങളാൽ നീ അവനെ എതിരേറ്റു, തങ്കക്കിരീടത്തെ അവന്റെ തലയിൽ വെക്കുന്നു.ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

4 അവൻ നിന്നോടു ജീവനെ അപേക്ഷിച്ചു; നീ അവന്നു കൊടുത്തു; എന്നെന്നേക്കുമുള്ള ദീർഘായുസ്സിനെ തന്നേ.ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।

5 നിന്റെ രക്ഷയാൽ അവന്റെ മഹത്വം വലിയതു; മാനവും തേജസ്സും നീ അവനെ അണിയിച്ചു.ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

6 നീ അവനെ എന്നേക്കും അനുഗ്രഹസമൃദ്ധിയാക്കുന്നു; നിന്റെ സന്നിധിയിലെ സന്തോഷംകൊണ്ടു അവനെ ആനന്ദിപ്പിക്കുന്നു.ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

7 രാജാവു യഹോവയിൽ ആശ്രയിക്കുന്നു; അത്യുന്നതന്റെ കാരുണ്യംകൊണ്ടു അവൻ കുലുങ്ങാതിരിക്കും.ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

8 നിന്റെ കൈ നിന്റെ സകലശത്രുക്കളെയും കണ്ടുപിടിക്കും നിന്റെ വലങ്കൈ നിന്നെ പകെക്കുന്നവരെ പിടിക്കുടും.ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

9 നിന്റെ പ്രത്യക്ഷതയുടെ കാലത്തു നീ അവരെ തീച്ചൂളയെപ്പോലെയാക്കും; യഹോവ തന്റെ ക്രോധത്തിൽ അവരെ വിഴുങ്ങിക്കളയും; തീ അവരെ ദഹിപ്പിക്കും.ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।

10 നീ അവരുടെ ഫലത്തെ ഭൂമിയിൽനിന്നും അവരുടെ സന്തതിയെ മനുഷ്യപുത്രന്മാരുടെ ഇടയിൽനിന്നും നശിപ്പിക്കും.ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।

11 അവർ നിനക്കു വിരോധമായി ദോഷംവിചാരിച്ചു; തങ്ങളാൽ സാധിക്കാത്ത ഒരു ഉപായം നിരൂപിച്ചു.କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।

12 നീ അവരെ പുറം കാട്ടുമാറാക്കും അവരുടെ മുഖത്തിന്നുനേരെ അസ്ത്രം ഞാണിന്മേൽ തൊടുക്കും.ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।

13 യഹോവേ, നിന്റെ ശക്തിയിൽ ഉയർന്നിരിക്കേണമേ; ഞങ്ങൾ പാടി നിന്റെ ബലത്തെ സ്തുതിക്കും.ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।

Oriya Bible