Bible

Psalm 29 - BBE (Oriya)

1 <A Psalm. Of David.> Give to the Lord, you sons of the gods, give to the Lord glory and strength.ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।

2 Give to the Lord the full glory of his name; give him worship in holy robes.ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।

3 The voice of the Lord is on the waters: the God of glory is thundering, the Lord is on the great waters.ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।

4 The voice of the Lord is full of power; the voice of the Lord has a noble sound.ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।

5 By the voice of the Lord are the cedar-trees broken, even the cedars of Lebanon are broken by the Lord.ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।

6 He makes them go jumping about like a young ox; Lebanon and Sirion like a young mountain ox.ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ୟମେିତି କଅଁଳା ବାଛୁରୀ ନୃତ୍ଯ କଲାପରି। ଶିରିଯୋନ ପର୍ବତ ଦୋହଲି ୟାଏ ଓ ଛଳେି ଛୁଆଟିଏ କୁଦିଲା ଭଳି ଏହା ଦଖାୟୋଏ।

7 At the voice of the Lord flames of fire are seen.ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।

8 At the voice of the Lord there is a shaking in the waste land, even a shaking in the waste land of Kadesh.ସଦାପ୍ରଭୁଙ୍କର ରବଦ୍ବାରା ମରୁଭୂମି ଥରି ଉେଠ। ସଦାପ୍ରଭୁଙ୍କ ରବଦ୍ବାରା କାଦେଶ ମରୁଭୂମି କମ୍ପିିଉେଠ।

9 At the voice of the Lord the roes give birth, the leaves are taken from the trees: in his Temple everything says, Glory.ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।

10 The Lord had his seat as king when the waters came on the earth; the Lord is seated as king for ever.ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।

11 The Lord will give strength to his people; the Lord will give his people the blessing of peace.ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।

Oriya Bible