Psalm 33:8
ଏ ପୃଥିବୀର ପ୍ରେତ୍ୟକକ ବ୍ଯକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
Psalm 33:8 in Other Translations
King James Version (KJV)
Let all the earth fear the LORD: let all the inhabitants of the world stand in awe of him.
American Standard Version (ASV)
Let all the earth fear Jehovah: Let all the inhabitants of the world stand in awe of him.
Bible in Basic English (BBE)
Let the earth be full of the fear of the Lord; let all the people of the world be in holy fear of him.
Darby English Bible (DBY)
Let all the earth fear Jehovah; let all the inhabitants of the world stand in awe of him.
Webster's Bible (WBT)
Let all the earth fear the LORD: let all the inhabitants of the world stand in awe of him.
World English Bible (WEB)
Let all the earth fear Yahweh. Let all the inhabitants of the world stand in awe of him.
Young's Literal Translation (YLT)
Afraid of Jehovah are all the earth, Of Him are all the inhabitants of the world afraid.
| Let all | יִֽירְא֣וּ | yîrĕʾû | yee-reh-OO |
| the earth | מֵ֭יְהוָה | mēyĕhwâ | MAY-yeh-va |
| fear | כָּל | kāl | kahl |
| Lord: the | הָאָ֑רֶץ | hāʾāreṣ | ha-AH-rets |
| let all | מִמֶּ֥נּוּ | mimmennû | mee-MEH-noo |
| inhabitants the | יָ֝ג֗וּרוּ | yāgûrû | YA-ɡOO-roo |
| of the world | כָּל | kāl | kahl |
| stand in awe | יֹשְׁבֵ֥י | yōšĕbê | yoh-sheh-VAY |
| of | תֵבֵֽל׃ | tēbēl | tay-VALE |
Cross Reference
Psalm 22:27
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
Psalm 67:7
ପରମେଶ୍ବର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତୁ।
Psalm 76:7
ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।
Psalm 96:9
ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
Jeremiah 10:7
ତେଣୁ ହେ ପରମେଶ୍ବର, ତୁମ୍ଭେ ସର୍ବଦେଶୀଯମାନଙ୍କ ମଧିଅରେ ମହାନ୍। ତୁମ୍ଭକୁ କିଏ ଭୟ ନ କରିବ ? ତୁମ୍ଭେ ତାହାର ଯୋଗ୍ଯ। ସର୍ବଦେଶୀଯ ମଧିଅରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀଯ, ଐଶ୍ବର୍ୟ୍ଯଶାଳୀ ଓ ଜ୍ଞାନୀମାନଙ୍କ ମଧିଅରେ ତୁମ୍ଭ ତୁଲ୍ଯ କହେି ନାହାନ୍ତି।
Daniel 6:25
ସେତବେେଳେ ଦାରିଯାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋ୍ଠି, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ଯରୂପ ରେ ଶାନ୍ତି ହେଉ।
Hebrews 12:29
କାରଣ ଆମ୍ଭ ପରମେଶ୍ବର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।
Revelation 14:6
ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।
Revelation 15:4
ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।