Index
Full Screen ?
 

Psalm 38:7 in Oriya

Psalm 38:7 Oriya Bible Psalm Psalm 38

Psalm 38:7
ମାରେ ଶରୀର ଜ୍ବାଳାରେ ପରିପୂର୍ଣ୍ଣ ଥିଲା। ମାରେ ସମସ୍ତ ଶରୀର ୟନ୍ତ୍ରଣାରେ ଛଟପଟ ହେଉଥିଲା।

For
כִּֽיkee
my
loins
כְ֭סָלַיkĕsālayHEH-sa-lai
are
filled
מָלְא֣וּmolʾûmole-OO
loathsome
a
with
נִקְלֶ֑הniqleneek-LEH
no
is
there
and
disease:
וְאֵ֥יןwĕʾênveh-ANE
soundness
מְ֝תֹ֗םmĕtōmMEH-TOME
in
my
flesh.
בִּבְשָׂרִֽי׃bibśārîbeev-sa-REE

Cross Reference

2 Chronicles 21:18
ଏହି ସମସ୍ତ ଘଟଣା ଘଟିବା ପରେ, ସଦାପ୍ରଭୁ ଯିହାରୋମ୍ଙ୍କୁ ଏକ ଭୟଙ୍କର ଆନ୍ତ୍ରିକ ରୋଗ ରେ ପୀଡ଼ିତ କଲେ, ଯାହାକି ସୁସ୍ଥ ହାଇେ ପାରିଲା ନାହିଁ।

Job 7:5
ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।

Job 30:18
ଅତ୍ଯଧିକ ଶକ୍ତି ରେ ମାରେ ଲୁଗା ମାେଡ଼ିମାଡ଼ି ହାଇେ ଆକାର ବିହୀନ ହାଇୟୋଇଛି, ମାରେଲୁଗାର ଗଳାବନ୍ଧା ମାରେ ଶ୍ବାସରୋଧ କରୁଛି।

Psalm 41:8
ସମାନେେ କହନ୍ତି, ସେ ବୋଧହୁଏ କିଛି ଖରାପ କାର୍ୟ୍ଯ କରିଛି ଓ ସେଥିପାଇଁ ବମାରେ ଅଛି। ମୁଁ ଆଶା କରୁଛି ସେ ଆଉ ଭଲ ହବେ ନାହିଁ।

Psalm 102:3
ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।

Acts 12:23
େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

Chords Index for Keyboard Guitar