Psalm 39:6
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
Psalm 39:6 in Other Translations
King James Version (KJV)
Surely every man walketh in a vain shew: surely they are disquieted in vain: he heapeth up riches, and knoweth not who shall gather them.
American Standard Version (ASV)
Surely every man walketh in a vain show; Surely they are disquieted in vain: He heapeth up `riches', and knoweth not who shall gather them.
Bible in Basic English (BBE)
Truly, every man goes on his way like an image; he is troubled for no purpose: he makes a great store of wealth, and has no knowledge of who will get it.
Darby English Bible (DBY)
Verily, man walketh in a vain show; verily they are disquieted in vain; he heapeth up [riches], and knoweth not who shall gather them.
Webster's Bible (WBT)
Behold, thou hast made my days as a hand-breadth; and my age is as nothing before thee: verily every man at his best state is altogether vanity. Selah.
World English Bible (WEB)
"Surely every man walks like a shadow. Surely they busy themselves in vain. He heaps up, and doesn't know who shall gather.
Young's Literal Translation (YLT)
Only, in an image doth each walk habitually, Only, `in' vain, they are disquieted, He heapeth up and knoweth not who gathereth them.
| Surely | אַךְ | ʾak | ak |
| every man | בְּצֶ֤לֶם׀ | bĕṣelem | beh-TSEH-lem |
| walketh | יִֽתְהַלֶּךְ | yitĕhallek | YEE-teh-ha-lek |
| shew: vain a in | אִ֗ישׁ | ʾîš | eesh |
| surely | אַךְ | ʾak | ak |
| they are disquieted | הֶ֥בֶל | hebel | HEH-vel |
| vain: in | יֶהֱמָי֑וּן | yehĕmāyûn | yeh-hay-ma-YOON |
| he heapeth up | יִ֝צְבֹּ֗ר | yiṣbōr | YEETS-BORE |
| knoweth and riches, | וְֽלֹא | wĕlōʾ | VEH-loh |
| not | יֵדַ֥ע | yēdaʿ | yay-DA |
| who | מִי | mî | mee |
| shall gather | אֹסְפָֽם׃ | ʾōsĕpām | oh-seh-FAHM |
Cross Reference
1 Corinthians 7:31
ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ଯବହାର କରୁଛନ୍ତି, ସମାନେେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସମାନଙ୍କେ ପାଇଁ ଆଦୌ ଗୁରୁତ୍ବପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହିଃକ ବିଷୟ ସବୁ ଶୀଘ୍ର ଲୋପ ପାଇବ।
Luke 12:20
କିନ୍ତୁ ପରମେଶ୍ବର ତାହାକୁ କହିଲେ, 'ଆ ରେ ନିର୍ବୋଧ ମନୁଷ୍ଯ! ଆଜି ରାତି ରେ ତୁ ମରିୟିବୁ। ତୁ ଯେଉଁ ପଦାର୍ଥତକ ତୋ ପାଇଁ ସାଇତି କରି ରଖିଛୁ, ତାହା କ'ଣ ହବେ? ସେ ସବୁ କିଏ ଭୋଗ କରିବ?'
Ecclesiastes 2:26
ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
James 4:14
ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।
Ecclesiastes 5:14
ଦୁର୍ଘଟଣା ବଶତଃ ସହେିସବୁ ଧନ କ୍ଷଯ ପାଏ। ଯେତବେେଳେ ତା'ର ପୁତ୍ର ଜନ୍ମ ହୁଏ, ତାକୁ ଦବୋପାଇଁ ତା'ର କିଛି ନ ଥାଏ।
Job 27:16
ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା' ପ୍ରତି ମଇଳା ପରି। ତା'ର ହୁଏତ ଏତେ ଲୁଗା ଥିବ, ଯାହା ତା' ପ୍ରତି ମାଟିଗଦା ପରି।
Luke 10:40
ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।
Luke 12:29
ତେଣୁ ତୁମ୍ଭମାନେେ କ'ଣ ଖାଇବ, କ'ଣ ପିଇବ ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ। ଆଦୌ ବ୍ଯସ୍ତ ହୁଅନାହିଁ।
James 5:3
ତୁମ୍ଭର ସୁନା ଓ ରୂପା ରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହାଇେ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ୟ୍ଯ କରିଛ। ସହେି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦବେ। ଶଷଦେିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।
1 Peter 1:24
ଶାସ୍ତ୍ର କୁ ହେ :
1 Peter 5:7
ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
Isaiah 55:2
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
Ecclesiastes 12:13
ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।
Psalm 127:2
ତୁମ୍ଭମାନେେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ଯ ଯତ୍ନ ନିଅନ୍ତି।
Proverbs 13:22
ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Proverbs 23:5
ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶ ପକ୍ଷୀ ପରି ଡ଼ଣୋ ପାଏ ଏବଂ ଉଡ଼ିୟାଏ।
Proverbs 27:24
ସମ୍ପତ୍ତି ସର୍ବଦା ସ୍ଥାଯୀ ନୁହେଁ। ମୁକୁଟ ମଧ୍ଯ ପୁରୁଷାନୁକ୍ରମେ ରହେ ନାହିଁ।
Ecclesiastes 1:14
ସୂର୍ୟ୍ଯ ତଳେ ଘଟୁଥିବା ସମସ୍ତ କାର୍ୟ୍ଯ ମୁଁ ନୀରିକ୍ଷଣ କରିଅଛି। ଆଉ ଦେଖ ସବୁ ଅସାର, ପବନକୁ ଧରିବା ପରି।
Ecclesiastes 2:8
ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାଯକ ଓ ଗାଯିକା ଆଉ ମନୁଷ୍ଯ ତୁଷ୍ଟିକାରିଣୀ ଅନକେ ଉପପତ୍ନୀ ପାଇଲି।
Ecclesiastes 2:17
ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
Ecclesiastes 4:7
ଏହାପ ରେ ମୁଁ ପୁନରାଯ ସୂର୍ୟ୍ଯ ତଳେ ଅସାର ଦେଖିଲି।
Ecclesiastes 6:11
ସମାନେେ ଯେତେ ଅଧିକ ୟୁକ୍ତି କରିବେ, ତାହା େସତେ ଅନାବଶ୍ଯକ ଅଟେ। ଏହା ତାଙ୍କର କ'ଣ ଲାଭ ହବେ ?
Ecclesiastes 12:8
ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର।
Psalm 49:10
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।