Psalm 41
1 ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।
3 ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।
4 ମୁଁ କହିଲି, ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତଣେୁ ମାେତେ କ୍ଷମା ଦିଅ !ମାେ' ପ୍ରାଣକୁ ସୁସ୍ଥ କର।
1 Blessed is he that considereth the poor: the Lord will deliver him in time of trouble.
2 The Lord will preserve him, and keep him alive; and he shall be blessed upon the earth: and thou wilt not deliver him unto the will of his enemies.
3 The Lord will strengthen him upon the bed of languishing: thou wilt make all his bed in his sickness.
4 I said, Lord, be merciful unto me: heal my soul; for I have sinned against thee.
Psalm 41 in Tamil and English
1 ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
Blessed is he that considereth the poor: the Lord will deliver him in time of trouble.
2 ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।
The Lord will preserve him, and keep him alive; and he shall be blessed upon the earth: and thou wilt not deliver him unto the will of his enemies.
3 ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।
The Lord will strengthen him upon the bed of languishing: thou wilt make all his bed in his sickness.
4 ମୁଁ କହିଲି, ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତଣେୁ ମାେତେ କ୍ଷମା ଦିଅ !ମାେ' ପ୍ରାଣକୁ ସୁସ୍ଥ କର।
I said, Lord, be merciful unto me: heal my soul; for I have sinned against thee.