Psalm 41 - WEB (Oriya)
1 > Blessed is he who considers the poor: Yahweh will deliver him in the day of evil.ଯେଉଁ ବ୍ଯକ୍ତି ଗରିବ ଲୋକମାନଙ୍କୁ ସାହାୟ୍ଯ କରେ, ସେ ଅନକେ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତବେେଳେ ବିପଦ ଆସେ ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି।
2 Yahweh will preserve him, and keep him alive, He shall be blessed on the earth, And he will not surrender him to the will of his enemies.ସଦାପ୍ରଭୁ ସହେି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସହେି ବ୍ଯକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ବର ତା'ର ଶତ୍ରୁମାନଙ୍କ ଦ୍ବାରା ତାକୁ ଧ୍ବଂସ ହବୋକୁ ଦବେେ ନାହିଁ।
3 Yahweh will sustain him on his sickbed, And restore him from his bed of illness.ସହେି ବ୍ଯକ୍ତିଟି ଯେତବେେଳେ ଅସୁସ୍ଥ ହାଇେ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସହେି ବ୍ଯକ୍ତି ଅସୁସ୍ଥ ହାଇେ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚଯ ଆରୋଗ୍ୟ କରନ୍ତି।
4 I said, "Yahweh, have mercy on me! Heal me, for I have sinned against you."ମୁଁ କହିଲି, ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତଣେୁ ମାେତେ କ୍ଷମା ଦିଅ !ମାେ' ପ୍ରାଣକୁ ସୁସ୍ଥ କର।
5 My enemies speak evil against me: "When will he die, and his name perish?"ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ କୁହନ୍ତି, ସେ କବେେ ମରିବ ଓ ତାହାର ନାମ ସଂପୂର୍ଣ୍ଣରୂପେ ଲୋପ ପାଇବ।
6 If he comes to see me, he speaks falsehood. His heart gathers iniquity to itself. When he goes abroad, he tells it.ଲୋକମାନେ ମାେ ନିକଟକୁ ଦଖାେ କରିବାକୁ ଆସନ୍ତି, କିନ୍ତୁ ସମାନେେ କିଛି କହନ୍ତି ନାହିଁ। ସମାନେେ କ'ଣ ସବୁ ପ୍ରକୃତରେ ଭାବନ୍ତି। ସମାନେେ ମାେ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା'ପରେ ସମାନେେ ଏଠାରୁ ଚାଲିୟାଇ ନାନା ଗୁଜବ ପ୍ରଚାର କରନ୍ତି।
7 All who hate me whisper together against me. They imagine the worst for me.ମାରେ ଶତ୍ରୁମାନେ ଫୁସ୍ ଫୁସ୍ କରି ମାେ ବିଷଯରେ କଥା ହୁଅନ୍ତି। ସମାନେେ ମାେ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 "An evil disease," they say, "has afflicted him. Now that he lies he shall rise up no more."ସମାନେେ କହନ୍ତି, ସେ ବୋଧହୁଏ କିଛି ଖରାପ କାର୍ୟ୍ଯ କରିଛି ଓ ସେଥିପାଇଁ ବମାରେ ଅଛି। ମୁଁ ଆଶା କରୁଛି ସେ ଆଉ ଭଲ ହବେ ନାହିଁ।
9 Yes, my own familiar friend, in whom I trusted, Who ate bread with me, Has lifted up his heel against me.ମାରେ ଅନ୍ତରଙ୍ଗ ବନ୍ଧୁ ମାେ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ବାସ କଲି। କିନ୍ତୁ ଦେଖ, ସେ ଆଜି ମାେ ବିରୁଦ୍ଧରେ ଯାଉଛନ୍ତି।
10 But you, Yahweh, have mercy on me, and raise me up, That I may repay them.ତଣେୁ ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମାେତେ ସୁସ୍ଥ ହବୋକୁ ଦିଅ, ତହିଁରେ ମୁଁ ସମାନଙ୍କେୁ ଉପୟୁକ୍ତ ଜବାବ ଦବେି।
11 By this I know that you delight in me, Because my enemy doesn't triumph over me.ହେ ସଦାପ୍ରଭୁ ମାରେ ଶତ୍ରୁମାନଙ୍କୁ ମାେତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ। ତାହା ହେଲେ ମୁଁ ଜାଣିବି ୟେ ତୁମ୍ଭେ ମାେ ପ୍ରତି ସନ୍ତୁଷ୍ଟ ଅଛ।
12 As for me, you uphold me in my integrity, And set me in your presence forever.ମୁଁ ନିରପରାଧ ଥିଲି। ତୁମ୍ଭେ ମାେତେ ସାହାୟ୍ଯ କରିଲ। ତୁମ୍ଭେ ମାେତେ ଛିଡ଼ା ହବୋକୁ ସୁଯୋଗ ଦଇେ ତୁମ୍ଭର ଚିରଦିନ ସବୋ କରିବାକୁ ସୁଯୋଗ ଦଲେ।
13 Blessed be Yahweh, the God of Israel, From everlasting and to everlasting! Amen and amen.ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।
Oriya Bible