Psalm 42

1 ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।

2 ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି ?

3 ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।

4 ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

5 ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

6 ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।

7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍‌ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।

8 ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।

9 ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?

10 ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?

11 ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।

1 To the chief Musician, Maschil, for the sons of Korah.

2 As the hart panteth after the water brooks, so panteth my soul after thee, O God.

3 My soul thirsteth for God, for the living God: when shall I come and appear before God?

4 My tears have been my meat day and night, while they continually say unto me, Where is thy God?

5 When I remember these things, I pour out my soul in me: for I had gone with the multitude, I went with them to the house of God, with the voice of joy and praise, with a multitude that kept holyday.

6 Why art thou cast down, O my soul? and why art thou disquieted in me? hope thou in God: for I shall yet praise him for the help of his countenance.

7 O my God, my soul is cast down within me: therefore will I remember thee from the land of Jordan, and of the Hermonites, from the hill Mizar.

8 Deep calleth unto deep at the noise of thy waterspouts: all thy waves and thy billows are gone over me.

9 Yet the Lord will command his lovingkindness in the daytime, and in the night his song shall be with me, and my prayer unto the God of my life.

10 I will say unto God my rock, Why hast thou forgotten me? why go I mourning because of the oppression of the enemy?

11 As with a sword in my bones, mine enemies reproach me; while they say daily unto me, Where is thy God?

12 Why art thou cast down, O my soul? and why art thou disquieted within me? hope thou in God: for I shall yet praise him, who is the health of my countenance, and my God.

Psalm 42 in Tamil and English

0
To the chief Musician, Maschil, for the sons of Korah.

1 ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
As the hart panteth after the water brooks, so panteth my soul after thee, O God.

2 ମାରେ ପ୍ରାଣ ଜୀବନ୍ତ ପରମେଶ୍ବରଙ୍କ ନିମନ୍ତେ ତୃଷିତ। ମୁଁ କବେେ ପ୍ରଭୁଙ୍କ ଦର୍ଶନ ପାଇବି ?
My soul thirsteth for God, for the living God: when shall I come and appear before God?

3 ମାରେ ଶତ୍ରୁମାନେ ନିରନ୍ତର ମାେ ପ୍ରତି ପରିହାସ କରୁଛନ୍ତି। ସମାନେେ କହନ୍ତି, ତୁମ୍ଭର ପରମେଶ୍ବର କାହାନ୍ତି ? ସେ କବେେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି ? ଭୋଜନ କରିବା ପରିବର୍ତେ କବଳେ ମୁଁ କାନ୍ଦେ।
My tears have been my meat day and night, while they continually say unto me, Where is thy God?

4 ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
When I remember these things, I pour out my soul in me: for I had gone with the multitude, I went with them to the house of God, with the voice of joy and praise, with a multitude that kept holyday.

5 ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
Why art thou cast down, O my soul? and why art thou disquieted in me? hope thou in God: for I shall yet praise him for the help of his countenance.

6 ହେ ମାରେ ପରମେଶ୍ବର, ମାରେ ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି େଛାଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ୟର୍ଦ୍ଦନ ନଦୀ ପରସ୍ପରକୁ ଭଟେନ୍ତି।
O my God, my soul is cast down within me: therefore will I remember thee from the land of Jordan, and of the Hermonites, from the hill Mizar.

7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍‌ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।
Deep calleth unto deep at the noise of thy waterspouts: all thy waves and thy billows are gone over me.

8 ରାତି ହେଉକି ଦିନ ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରମେ ଢ଼ାଳି ଦିଅନ୍ତି। ସହେି ଜୀବନ୍ତ ପରମେଶ୍ବରଙ୍କ ପାଇଁ ମାେ ନିକଟରେ ଏକ ଗୀତ ଅଛି।
Yet the Lord will command his lovingkindness in the daytime, and in the night his song shall be with me, and my prayer unto the God of my life.

9 ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?
I will say unto God my rock, Why hast thou forgotten me? why go I mourning because of the oppression of the enemy?

10 ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?
As with a sword in my bones, mine enemies reproach me; while they say daily unto me, Where is thy God?

11 ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।
Why art thou cast down, O my soul? and why art thou disquieted within me? hope thou in God: for I shall yet praise him, who is the health of my countenance, and my God.