Psalm 49 - WEB (Oriya)
1 > Hear this, all you peoples. Listen, all you inhabitants of the world,ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
2 Both low and high, Rich and poor together.ପ୍ରେତ୍ୟକକ ମଣିଷ ଧନୀ ଦରିଦ୍ର ନିର୍ବିଶଷେରେ ସମସ୍ତେ ଶୁଣ,
3 My mouth will speak words of wisdom. My heart shall utter understanding.ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
4 I will incline my ear to a proverb. I will open my riddle on the harp.ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।
5 Why should I fear in the days of evil, When iniquity at my heels surrounds me?ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।
6 Those who trust in their wealth, And boast in the multitude of their riches--ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।
7 None of them can by any means redeem his brother, Nor give God a ransom for him.କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।
8 For the redemption of their life is costly, No payment is ever enough,ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ।
9 That he should live on forever, That he should not see corruption.କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ।
10 For he sees that wise men die; Likewise the fool and the senseless perish, And leave their wealth to others.ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
11 Their inward thought is that their houses will endure forever, And their dwelling places to all generations. They name their lands after themselves.ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।
12 But man, despite his riches, doesn't endure. He is like the animals that perish.ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ।
13 This is the destiny of those who are foolish, And of those who approve their sayings. Selah.ସହେି ମୂର୍ଖ ଲୋକମାନଙ୍କ ଭାଗ୍ଯରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14 They are appointed as a flock for Sheol. Death shall be their shepherd. The upright shall have dominion over them in the morning. Their beauty shall decay in Sheol, Far from their mansion.ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।
15 But God will redeem my soul from the power of Sheol, For he will receive me. Selah.କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ।
16 Don't be afraid when a man is made rich, When the glory of his house is increased.କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17 For when he dies he shall carry nothing away. His glory shall not descend after him.ସହେି ଲୋକମାନେ ଯେତବେେଳେ ମୃତ୍ଯୁବରଣ କରିବେ ସମାନେେ ସାଙ୍ଗରେ କିଛି ନଇେଯିବେ ନାହିଁ। ତାଙ୍କର ଐଶ୍ଚର୍ୟ୍ଯ ତାଙ୍କ ସଙ୍ଗରେ ୟିବ ନାହିଁ।
18 Though while he lived he blessed his soul-- And men praise you when you do well for yourself--ଜଣେ ଧନୀ ବ୍ଯକ୍ତି ପ୍ରକୃତରେ ନିଜ ଜୀବନରେ ୟାହା ସବୁ କରିଛି ସେଥିପାଇଁ ନିଜକୁ କବଳେ ଧନ୍ଯବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ଯ ତା'କୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19 He shall go to the generation of his fathers. They shall never see the light.ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।
20 A man who has riches without understanding, Is like the animals that perish.ଲୋକମାନେ ବିତ୍ତଶାଳୀ ହାଇପୋରନ୍ତି, ତଥାପି ସମାନେେ ବୁଝିପାରନ୍ତି ନାହିଁ ୟେ ସମାନେେ ମଧ୍ଯ ପଶୁଭଳି ମୃତ୍ଯୁବରଣ କରିବେ।
Oriya Bible