Psalm 53

1 କବଳେ ନିର୍ବୋଧଗଣ ଭାବନ୍ତି, ପରମେଶ୍ବର ନାହାନ୍ତି। ସମାନେେ ଦୁର୍ନିତୀଗ୍ରସ୍ତ ଓ ସମାନଙ୍କେର କୁକର୍ମଗୁଡ଼ିକ ଭୟଙ୍କର, ଓ ସମାନଙ୍କେ ମଧ୍ଯରୁ କହେି ଭଲକାମ କରନ୍ତି ନାହିଁ।

2 ପରମେଶ୍ବର ସ୍ବର୍ଗରୁ ସମସ୍ତ ମନୁଷ୍ଯ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ଯ କରନ୍ତି, ୟଦି କହେି ଜ୍ଞାନୀ ବ୍ଯକ୍ତି ପରମେଶ୍ବରଙ୍କୁ ଅନ୍ବଷେଣ କରେ।

3 ସମାନଙ୍କେର ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କଠାରୁ ବିମୁଖ ହାଇେଛନ୍ତି। ସେ ସମସ୍ତେ ଅଶୁଚି ହାଇେଅଛନ୍ତି। କୌଣସି ଲୋକ ସମାନଙ୍କେ ମଧ୍ଯରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କହେି ନାହିଁ !

4 ପରମେଶ୍ବର କହନ୍ତି, ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ ? ଅଧର୍ମାଚାରୀମାନେ ଖାଦ୍ୟଗ୍ରାସ କଲାପରି ମାେ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସମାନେେ ମାେତେ ପ୍ରାର୍ଥନା କରନ୍ତି ନାହିଁ।

5 କିନ୍ତୁ ସହେି ଅଧର୍ମାଚାରୀ ଲୋକମାନେ ଭୟଭୀତ ହବେେ। ଏପରି ସମାନେେ ପୂର୍ବରୁ କବେେ ଭୟଭୀତ ହାଇେ ନ ଥିବେ। ଇଶ୍ରାୟେଲ, ସହେି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ପରିତ୍ଯାଗ କରିଛନ୍ତି। ତୁମ୍ଭମାନେେ ସମାନଙ୍କେୁ ପରାସ୍ତ କରିବ ଏବଂ ପରମେଶ୍ବର ସମାନଙ୍କେର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।

6 ମୁଁ ଇଚ୍ଛାକରେ, ସହେି ବିଜଯ ସିୟୋନ ପର୍ବତରୁ ଇଶ୍ରାୟେଲକୁ ଆସନ୍ତା ! ଯେତବେେଳେ ପରମେଶ୍ବର ଆପଣା ଲୋକମାନଙ୍କୁ ପୁଣିଥରେ ବନ୍ଦୀତ୍ବରୁ ଆଣିବେ, ସେ ତବେଳେେ ୟାକୁବ ଆନନ୍ଦିତ ହବେେ ଏବଂ ଇଶ୍ରାୟେଲ ଉଲ୍ଲସିତ ହବେ।

1 To the chief Musician upon Mahalath, Maschil, A Psalm of David.

2 The fool hath said in his heart, There is no God. Corrupt are they, and have done abominable iniquity: there is none that doeth good.

3 God looked down from heaven upon the children of men, to see if there were any that did understand, that did seek God.

4 Every one of them is gone back: they are altogether become filthy; there is none that doeth good, no, not one.

5 Have the workers of iniquity no knowledge? who eat up my people as they eat bread: they have not called upon God.

6 There were they in great fear, where no fear was: for God hath scattered the bones of him that encampeth against thee: thou hast put them to shame, because God hath despised them.

7 Oh that the salvation of Israel were come out of Zion! When God bringeth back the captivity of his people, Jacob shall rejoice, and Israel shall be glad.