Psalm 61

1 ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।

2 ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।

3 ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।

4 ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି।

5 ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।

6 ତୁମ୍ଭେ ରାଜାଙ୍କୁ ଦୀର୍ଘ ଜୀବନ ପ୍ରଦାନ କର। ତାଙ୍କୁ ଚିରଦିନ ପାଇଁ ବଞ୍ଚିବାକୁ ଦିଅ।

7 ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।

8 ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।

1 To the chief Musician upon Neginah, A Psalm of David.

2 Hear my cry, O God; attend unto my prayer.

3 From the end of the earth will I cry unto thee, when my heart is overwhelmed: lead me to the rock that is higher than I.

4 For thou hast been a shelter for me, and a strong tower from the enemy.

5 I will abide in thy tabernacle for ever: I will trust in the covert of thy wings. Selah.

6 For thou, O God, hast heard my vows: thou hast given me the heritage of those that fear thy name.

7 Thou wilt prolong the king’s life: and his years as many generations.

8 He shall abide before God for ever: O prepare mercy and truth, which may preserve him.

9 So will I sing praise unto thy name for ever, that I may daily perform my vows.