Psalm 69:33
ସଦାପ୍ରଭୁ ଅସହାୟମାନଙ୍କର ଗୁହାରି ଶୁଣନ୍ତି। ସେ ତାଙ୍କର ବନ୍ଦୀଥିବା ଲୋକମାନଙ୍କୁ ଘୃଣା କରନ୍ତି ନାହିଁ।
Psalm 69:33 in Other Translations
King James Version (KJV)
For the LORD heareth the poor, and despiseth not his prisoners.
American Standard Version (ASV)
For Jehovah heareth the needy, And despiseth not his prisoners.
Bible in Basic English (BBE)
For the ears of the Lord are open to the poor, and he takes thought for his prisoners.
Darby English Bible (DBY)
For Jehovah heareth the needy, and despiseth not his prisoners.
Webster's Bible (WBT)
The humble shall see this, and be glad: and your heart shall live that seek God.
World English Bible (WEB)
For Yahweh hears the needy, And doesn't despise his captive people.
Young's Literal Translation (YLT)
For Jehovah hearkeneth unto the needy, And His bound ones He hath not despised.
| For | כִּֽי | kî | kee |
| the Lord | שֹׁמֵ֣עַ | šōmēaʿ | shoh-MAY-ah |
| heareth | אֶל | ʾel | el |
| אֶבְיוֹנִ֣ים | ʾebyônîm | ev-yoh-NEEM | |
| poor, the | יְהוָ֑ה | yĕhwâ | yeh-VA |
| and despiseth | וְאֶת | wĕʾet | veh-ET |
| not | אֲ֝סִירָ֗יו | ʾăsîrāyw | UH-see-RAV |
| his prisoners. | לֹ֣א | lōʾ | loh |
| בָזָֽה׃ | bāzâ | va-ZA |
Cross Reference
Psalm 68:6
ୟିଏ ପରିବାରରେ ଏକାକୀ ଥାଏ, ପରମେଶ୍ବର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ବର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ୟିଏ ପରମେଶ୍ବରଙ୍କର ବି ରୋଧ ହୁଏ, ସମାନଙ୍କେୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
Revelation 2:10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।
Ephesians 3:1
ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।
Acts 12:4
ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।
Acts 5:18
ସମାନେେ ପ୍ ରରେିତମାନଙ୍କୁ ବନ୍ଦୀକରି କାରାଗାର ରେ ରଖିଲେ।
Luke 4:18
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
Zechariah 9:11
ହେ ୟିରୁଶାଲମ, କାରଣ ରକ୍ତ ଦ୍ବାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମାହେରାଙ୍କିତ ହାଇେଛି। ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
Isaiah 66:2
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
Psalm 146:7
ସଦାପ୍ରଭୁ ଉପଦ୍ରବ ଗ୍ରସ୍ତ ଲୋକ ପକ୍ଷରେ ୟାହା ନ୍ଯାଯ ତାହା କରନ୍ତି। ସେ କ୍ଷୁଧାର୍ତ୍ତମାନଙ୍କୁ ଖାଦ୍ୟ ଦିଅନ୍ତି। ସଦାପ୍ରଭୁ ବନ୍ଦୀଗଣଙ୍କୁ ମୁକ୍ତ କରନ୍ତି।
Psalm 107:10
ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।
Psalm 102:20
ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ଯୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ।
Psalm 102:17
ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।
Psalm 72:12
ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
Psalm 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
Psalm 12:5
କିନ୍ତୁ ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଚୋରାଇ ନିଅନ୍ତି। ସମାନେେ ଅସହାୟ ଲୋକଙ୍କଠାରୁ ଜିନିଷ ନଇୟୋଆନ୍ତି। କିନ୍ତୁ ମୁଁ ସମାନଙ୍କେ ଉଦ୍ଦେଶ୍ଯ ସଫଳ ହବୋକୁ ଦବେି ନାହିଁ ଓ ମୁଁ ସହେି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।
Psalm 10:17
ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।