Psalm 72:18
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।
Psalm 72:18 in Other Translations
King James Version (KJV)
Blessed be the LORD God, the God of Israel, who only doeth wondrous things.
American Standard Version (ASV)
Blessed be Jehovah God, the God of Israel, Who only doeth wondrous things:
Bible in Basic English (BBE)
Praise be to the Lord God, the God of Israel, the only doer of wonders.
Darby English Bible (DBY)
Blessed be Jehovah Elohim, the God of Israel, who alone doeth wondrous things!
Webster's Bible (WBT)
Blessed be the LORD God, the God of Israel, who only doeth wondrous things.
World English Bible (WEB)
Praise be to Yahweh God, the God of Israel, Who alone does marvelous deeds.
Young's Literal Translation (YLT)
Blessed is Jehovah God, God of Israel, He alone is doing wonders,
| Blessed | בָּר֤וּךְ׀ | bārûk | ba-ROOK |
| be the Lord | יְהוָ֣ה | yĕhwâ | yeh-VA |
| God, | אֱ֭לֹהִים | ʾĕlōhîm | A-loh-heem |
| the God | אֱלֹהֵ֣י | ʾĕlōhê | ay-loh-HAY |
| Israel, of | יִשְׂרָאֵ֑ל | yiśrāʾēl | yees-ra-ALE |
| who only | עֹשֵׂ֖ה | ʿōśē | oh-SAY |
| doeth | נִפְלָא֣וֹת | niplāʾôt | neef-la-OTE |
| wondrous things. | לְבַדּֽוֹ׃ | lĕbaddô | leh-va-doh |
Cross Reference
Psalm 41:13
ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।
Psalm 136:4
ୟେ ଆଶ୍ଚର୍ୟ୍ଯକାର୍ୟ୍ଯମାନ କରନ୍ତି, ତାଙ୍କର ପ୍ରଶଂସା କର। ତାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
Psalm 106:48
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 86:10
ତୁମ୍ଭେ ମହାନ୍ ଓ ଆଶ୍ଚର୍ୟ୍ଯ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ବର ଅଟ।
Psalm 77:14
ତୁମ୍ଭେ ହେଉଛ ପରମେଶ୍ବର ୟିଏକି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି। ତୁମ୍ଭେ ଗୋଷ୍ଠୀଯମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
1 Chronicles 29:10
ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :
Exodus 15:11
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ଯ ଆଉ କୌଣସି ଦବେତା ଅଛି କି? ନା, ତୁମ୍ଭ ପରି ଆଉ କହେି ନାହିଁନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ୟ୍ଯ ଶକ୍ତି ରେ ପରିପୂର୍ଣ୍ଣ, ତୁମ୍ଭେ ବଡ ଅଦ୍ଭୁତ କାର୍ୟ୍ଯ କର!
Job 5:9
ଲୋକେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯକର୍ମକୁ ବୁଝିପାରନ୍ତି ନାହିଁ କି ତାଙ୍କର ଅଲୌକିକ କାର୍ୟ୍ଯର ମଧ୍ଯ ଅନ୍ତ ନାହିଁ।
Daniel 4:2
ସର୍ବୋପରିସ୍ଥ ପରମେଶ୍ବର ମାେ ପାଇଁ ଯେଉଁ ଆଶ୍ଚର୍ୟ୍ଯ କ୍ରିଯା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।
Psalm 68:35
ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।
Job 9:10
ପରମେଶ୍ବର ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ଯାହା ଲୋକେ ବୁଝି ପାରନ୍ତି ନାହିଁ। ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯର କୌଣସି ଶଷେ ନାହିଁ।
1 Chronicles 29:20
ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।