Psalm 85:12
ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।
Psalm 85:12 in Other Translations
King James Version (KJV)
Yea, the LORD shall give that which is good; and our land shall yield her increase.
American Standard Version (ASV)
Yea, Jehovah will give that which is good; And our land shall yield its increase.
Bible in Basic English (BBE)
The Lord will give what is good; and our land will give its increase.
Darby English Bible (DBY)
Jehovah also will give what is good, and our land shall yield its increase.
Webster's Bible (WBT)
Truth shall spring out of the earth; and righteousness shall look down from heaven.
World English Bible (WEB)
Yes, Yahweh will give that which is good. Our land will yield its increase.
Young's Literal Translation (YLT)
Jehovah also giveth that which is good, And our land doth give its increase.
| Yea, | גַּם | gam | ɡahm |
| the Lord | יְ֭הוָה | yĕhwâ | YEH-va |
| shall give | יִתֵּ֣ן | yittēn | yee-TANE |
| good; is which that | הַטּ֑וֹב | haṭṭôb | HA-tove |
| and our land | וְ֝אַרְצֵ֗נוּ | wĕʾarṣēnû | VEH-ar-TSAY-noo |
| shall yield | תִּתֵּ֥ן | tittēn | tee-TANE |
| her increase. | יְבוּלָֽהּ׃ | yĕbûlāh | yeh-voo-LA |
Cross Reference
James 1:17
ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
Psalm 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
Psalm 67:6
ଭୂମି ତା'ର ଫସଲ ଦିଏ। ହେ ପରମେଶ୍ବର, ଆମ୍ଭର ପରମେଶ୍ବର, ଆମ୍ଭକୁ ଆଶୀର୍ବାଦ କରିବା ଚାଲୁ ରଖ।
1 Corinthians 1:30
କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।
Acts 21:20
ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
Acts 2:41
ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।
Matthew 13:23
ଭଲ ମାଟି ଉପରେ ପଡିଥିବା ବୀଜର ଅର୍ଥ କ'ଣ? ସହେି ଲୋକ ଭଳି ସେ ସୁମାଚାର ଶୁଣେ ଓ ତାକୁ ବୁଝିପା ରେ। ସେ ଲୋକ ସଫଳ ହୁଏ। ସହେି ସଫଳତା େ ବେଳବେଳେ ଶ ହେ ଗୁଣ, ଷାଠିଏ ଗୁଣ ଓ ତିରିଶ ଗୁଣ ପର୍ୟ୍ଯନ୍ତ ମିଳିଥାଏ।
Matthew 13:8
ଆଉ କିଛି ବୀଜ ଭଲ ମାଟି ଉପରେ ପଡିଲା ଓ ତାହା ବଢି ସେଥି ରେ ଫଳ ଫଳିଲା। କେତକେ ଗଛ ରେ ଶ ହଗେୁଣ, କେତକରେେ ଷାଠିଏ ଗୁଣ ଓ ଆଉ କେତକରେେ ତିରିଶ ଗୁଣ ଅଧିକ ଫଳିଲା।
Zechariah 8:12
ଏହି ଲୋକମାନେ ଶାନ୍ତି ରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ଯ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷଯ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭମାନେେ ଦେଶସବୁ ସମ୍ମୁଖ ରେ ଅଭିଶପ୍ତ ଥିଲ।
Micah 6:8
ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହାହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ଯତା ଓ କରୁଣାକୁ ଭଲ ପାଅ, ପରମେଶ୍ବରଙ୍କ ସହିତ ନମ୍ରତାର ସହିତ ବାସ କର।
Isaiah 32:15
ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।
Isaiah 30:23
ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।
Psalm 72:16
କ୍ଷତରେେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ଯ ଫସଲରେ ପୂର୍ଣ୍ଣ ହାଇେ ଲିବାନୋନ୍ କ୍ଷତେ ତୁଲ୍ଯ ଉର୍ବର ହେଉ। କ୍ଷତଗେୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
Leviticus 26:4
ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।
Ephesians 1:3
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।
1 Corinthians 3:6
ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛ ରେ ପାଣି ଦେଲେ, କିନ୍ତୁ ପରମେଶ୍ବର ତା'କୁ ବଢ଼ିବା ରେ ସାହାୟ୍ଯ କଲେ।