Psalm 87
1 ପରମେଶ୍ବର ୟିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
2 ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।
3 ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
4 ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।
5 ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।
6 ଆଉ ସିୟୋନ ସମାନଙ୍କେର ସମସ୍ତ ନାମକୁ ଜାଣନ୍ତି ପ୍ରେତ୍ୟକକ ସଠାେରେ ଜନ୍ମ ହାଇେଥିଲେ।
1 His foundation is in the holy mountains.
2 The Lord loveth the gates of Zion more than all the dwellings of Jacob.
3 Glorious things are spoken of thee, O city of God. Selah.
4 I will make mention of Rahab and Babylon to them that know me: behold Philistia, and Tyre, with Ethiopia; this man was born there.
5 And of Zion it shall be said, This and that man was born in her: and the highest himself shall establish her.
6 The Lord shall count, when he writeth up the people, that this man was born there. Selah.
Psalm 87 in Tamil and English
1 ପରମେଶ୍ବର ୟିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
His foundation is in the holy mountains.
2 ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।
The Lord loveth the gates of Zion more than all the dwellings of Jacob.
3 ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
Glorious things are spoken of thee, O city of God. Selah.
4 ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।
I will make mention of Rahab and Babylon to them that know me: behold Philistia, and Tyre, with Ethiopia; this man was born there.
5 ସମାନଙ୍କେ ମଧ୍ଯରୁ କେତକେ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।
And of Zion it shall be said, This and that man was born in her: and the highest himself shall establish her.
6 ଆଉ ସିୟୋନ ସମାନଙ୍କେର ସମସ୍ତ ନାମକୁ ଜାଣନ୍ତି ପ୍ରେତ୍ୟକକ ସଠାେରେ ଜନ୍ମ ହାଇେଥିଲେ।
The Lord shall count, when he writeth up the people, that this man was born there. Selah.