Psalm 89 - WEB (Oriya)
1 > I will sing of the loving kindness of Yahweh forever. With my mouth, I will make known your faithfulness to all generations.ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।
2 I indeed declare, "Love stands firm forever. You established the heavens. Your faithfulness is in them."ମୁଁ କହିଲି, ତୁମ୍ଭର ଦୟା ଚିରଦିନ ନିର୍ମାଣ ହାଇେଅଛି। ତୁମ୍ଭର ବିଶ୍ବସ୍ତତା ସ୍ବର୍ଗରେ ସ୍ଥାପନ କରାୟିବ।
3 "I have made a covenant with my chosen one, I have sworn to David, my servant,ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
4 'I will establish your seed forever, And build up your throne to all generations.'" Selah.ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।
5 The heavens will praise your wonders, Yahweh; Your faithfulness also in the assembly of the holy ones.ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ।
6 For who in the skies can be compared to Yahweh? Who among the sons of the heavenly beings is like Yahweh,ସ୍ବର୍ଗରେ ସଦାପ୍ରଭୁଙ୍କ ତୁଲ୍ଯ କହେି ନାହିଁ। ଦବଗେଣକୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାୟାଇ ପାରିବ ନାହିଁ।
7 A very awesome God in the council of the holy ones, To be feared above all those who are around him?ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
8 Yahweh, God of hosts, who is a mighty one, like you? Yah, your faithfulness is around you.ସଦାପଭ୍ରୁ ସୈନ୍ଯାଧିପତି ପରମେଶ୍ବର, ତୁମ୍ଭ ପରି କହେି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସଂପୂର୍ଣ୍ଣ ବିଶ୍ବାସ କରିପାରିବୁ।
9 You rule the pride of the sea. When its waves rise up, you calm them.ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି।
10 You have broken Rahab in pieces, like one of the slain. You have scattered your enemies with your mighty arm.ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ବାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
11 The heavens are yours. The earth also is yours; The world and its fullness. You have founded them.ସ୍ବର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
12 The north and the south, you have created them. Tabor and Hermon rejoice in your name.ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
13 You have a mighty arm. Your hand is strong, and your right hand is exalted.ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
14 Righteousness and justice are the foundation of your throne. Loving kindness and truth go before your face.ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।
15 Blessed are the people who learn to acclaim you. They walk in the light of your presence, Yahweh.ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
16 In your name they rejoice all day. In your righteousness, they are exalted.ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
17 For you are the glory of their strength. In your favor, our horn will be exalted.ତୁମ୍ଭେ ସମାନଙ୍କେର ଅଦ୍ଦ୍ଭୂତ ଶକ୍ତି। ତୁମ୍ଭ ଦୟାର ସହ ଆମ୍ଭମାନେେ ବିଜଯୀ ଅଟୁ।
18 For our shield belongs to Yahweh; Our king to the Holy One of Israel.ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇଶ୍ରାୟେଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ବରଙ୍କ ଦ୍ବାରା ମନୋନୀତ।
19 Then you spoke in vision to your saints, And said, "I have bestowed strength on the warrior. I have exalted a young man from the people.ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
20 I have found David, my servant. I have anointed him with my holy oil,ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
21 With whom my hand shall be established. My arm will also strengthen him.ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରଯ ଦବୋ ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
22 No enemy will tax him. No wicked man will oppress him.ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ। ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରିପାରିବେ ନାହିଁ।
23 I will beat down his adversaries before him, And strike those who hate him.ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
24 But my faithfulness and my loving kindness will be with him. In my name, his horn will be exalted.ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରମେ କରିବା ଏବଂ ତାଙ୍କୁ ବିଜଯୀ କରିବା।
25 I will set his hand also on the sea, And his right hand on the rivers.ଆମ୍ଭେ ସମୁଦ୍ର ଉପରେ ତାହାର କତ୍ତୃର୍ତ୍ବ ଓ ନଦୀସମୂହ ଉପରେ ତାହାର ନିଯନ୍ତ୍ରଣ ସ୍ଥାପନ କରାଇବା।
26 He will call to me, 'You are my Father, My God, and the rock of my salvation!'ସେ ଆମ୍ଭକୁ କହିବ, 'ତୁମ୍ଭେ ମାରେ ପିତା। ତୁମ୍ଭେ ମାରେ ପରମେଶ୍ବର, ମାରେ ଦୃଢ଼ ସୁରକ୍ଷାର ସ୍ଥାନ ଓ ମାରେ ତ୍ରାଣକର୍ତ୍ତା।'
27 I will also appoint him my firstborn, The highest of the kings of the earth.ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହବେ।
28 I will keep my loving kindness for him forevermore. My covenant will stand firm with him.ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ।
29 I will also make his seed endure forever, And his throne as the days of heaven.ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ।
30 If his children forsake my law, And don't walk in my ordinances;ୟଦି ବଂଶଧରଗଣ ଆମ୍ଭ ବ୍ଯବସ୍ଥା ପରିତ୍ଯାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସମାନଙ୍କେୁ ଦଣ୍ଡ ଦବୋ।
31 If they break my statutes, And don't keep my commandments;ୟଦି ସମାନେେ ମାେ ନିଯମ ଭଙ୍ଗ କରନ୍ତି ଏବଂ ମାେ ଆଜ୍ଞା ନ ପାଳନ୍ତି,
32 Then I will punish their sin with the rod, And their iniquity with stripes.ତବେେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସମାନଙ୍କେ ଅପରାଧ ଓ ପ୍ରହାର ଦ୍ବାରା ସମାନଙ୍କେୁ କଠାେର ଦଣ୍ଡ ଦବୋ,
33 But I will not completely take my loving kindness from him, Nor allow my faithfulness to fail.ମାତ୍ର ସମାନଙ୍କେୁ ଦାଉଦଙ୍କ ପ୍ରମଠାରୁେ ବଞ୍ଚିତ କରିବା ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଚିରଦିନ ବିଶ୍ବସ୍ତ ରହିବା।
34 I will not break my covenant, Nor alter what my lips have uttered.ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
35 Once have I sworn by my holiness, I will not lie to David.ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ।
36 His seed will endure forever, His throne like the sun before me.ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।
37 It will be established forever like the moon, The faithful witness in the sky." Selah.ଏହା ଚନ୍ଦ୍ରପରି ଚିରଦିନ ଚାଲୁ ରହିବ। ଏହା ଆକାଶପରି ଚିରଦିନ ପାଇଁ ରହିବ।
38 But you have rejected and spurned. You have been angry with your anointed.କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ।
39 You have renounced the covenant of your servant. You have defiled his crown in the dust.ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଂଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛି।
40 You have broken down all his hedges. You have brought his strongholds to ruin.ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ। ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ବଂସ କରିଅଛ।
41 All who pass by the way rob him. He has become a reproach to his neighbors.ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି।
42 You have exalted the right hand of his adversaries. You have made all of his enemies rejoice.ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ୟୁଦ୍ଧରେ ପରାଜିତ କରିଅଛ। ତୁମ୍ଭେ ତା'ର ସମସ୍ତ ଶତ୍ରୁଙ୍କୁ ଖୁସି କରାଇଅଛ।
43 Yes, you turn back the edge of his sword, And haven't supported him in battle.ହେ ପରମେଶ୍ବର, ତୁମ୍ଭେ ସମାନଙ୍କେୁ ନିଜକୁ ରକ୍ଷା କରିବାରେ ସାହାୟ୍ଯ କରିଛ। ତୁମ୍ଭେ ନିଜ ରାଜାଙ୍କୁ ୟୁଦ୍ଧରେ ଜଯଲାଭ କରିବାକୁ ସାହାୟ୍ଯ କରି ନାହଁ।
44 You have ended his splendor, And thrown his throne down to the ground.ତୁମ୍ଭେ ତାଙ୍କୁ ଜିତିବାକୁ ଦଇେ ନାହଁ। ତୁମ୍ଭେ ତା'ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
45 You have shortened the days of his youth. You have covered him with shame. Selah.ତୁମ୍ଭେ ତା'ର ଜୀବନକୁ କ୍ଷୀଣ କଲ। ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।
46 How long, Yahweh? Will you hide yourself forever? Will your wrath burn like fire?ହେ ସଦାପ୍ରଭୁ, ଏହିପରି କେତେ ଦିନ ଚାଲିବ ? ତୁମ୍ଭେ କ'ଣ ସବୁଦିନ ପାଇଁ ଆମ୍ଭମାନଙ୍କଠାରୁ ଲୁଚଇେ ରହିବ ? ତୁମ୍ଭର କୋର୍ଧ କ'ଣ ଚିରକାଳ ଅଗ୍ନି ତୁଲ୍ଯ ଜଳିବ ?
47 Remember how short my time is! For what vanity have you created all the children of men!ଏହା ସ୍ମରଣ କର ୟେ, ମାରେ ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଛ ଅଳ୍ପ ଦିନ ପାଇଁ, ଏହାପରେ ଆମ୍ଭେ ମରିବୁ।
48 What man is he who shall live and not see death, Who shall deliver his soul from the power of Sheol? Selah.ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି କବେବେି ନ ମରି ବଞ୍ଚି ରହିବ। ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି ସମାଧିରୁ ରକ୍ଷା ପାଇ ପାରିବ।
49 Lord, where are your former loving kindnesses, Which you swore to David in your faithfulness?ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନହପେୂର୍ଣ୍ଣ କରୁଣା କୁଆଡ଼େ ଗଲା। ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ବସ୍ଥତା ଦଖାଇବୋ ପାଇଁ ପ୍ରତିଜ୍ଞା କରିଥିଲ।
50 Remember, Lord, the reproach of your servants, How I bear in my heart the taunts of all the mighty peoples,ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି।
51 With which your enemies have mocked, Yahweh, With which they have mocked the footsteps of your anointed one.ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି, ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ୟାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
52 Blessed be Yahweh forevermore. Amen, and Amen.ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ !
Oriya Bible