Psalm 91 - BBE (Oriya)
1 Happy is he whose resting-place is in the secret of the Lord, and under the shade of the wings of the Most High;ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
2 Who says of the Lord, He is my safe place and my tower of strength: he is my God, in whom is my hope.ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।
3 He will take you out of the bird-net, and keep you safe from wasting disease.ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 You will be covered by his feathers; under his wings you will be safe: his good faith will be your salvation.ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।
5 You will have no fear of the evil things of the night, or of the arrow in flight by day,ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ।
6 Or of the disease which takes men in the dark, or of the destruction which makes waste when the sun is high.ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।
7 You will see a thousand falling by your side, and ten thousand at your right hand; but it will not come near you.ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ।
8 Only with your eyes will you see the reward of the evil-doers.ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।
9 Because you have said, I am in the hands of the Lord, the Most High is my safe resting-place;ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 No evil will come on you, and no disease will come near your tent.ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 For he will give you into the care of his angels to keep you wherever you go.ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।
12 In their hands they will keep you up, so that your foot may not be crushed against a stone.ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।
13 You will put your foot on the lion and the snake; the young lion and the great snake will be crushed under your feet.ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।
14 Because he has given me his love, I will take him out of danger: I will put him in a place of honour, because he has kept my name in his heart.ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
15 When his cry comes up to me, I will give him an answer: I will be with him in trouble; I will make him free from danger and give him honour.ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
16 With long life will he be rewarded; and I will let him see my salvation.ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାଯୁ କରିବା ଏବଂ ଆମ୍ଭେ ସମାନଙ୍କେୁ ରକ୍ଷା କରିବା।
Oriya Bible