Psalm 91 - WEB (Oriya)
1 He who dwells in the secret place of the Most High Will rest in the shadow of the Almighty.ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
2 I will say of Yahweh, "He is my refuge and my fortress; My God, in whom I trust."ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।
3 For he will deliver you from the snare of the fowler, And from the deadly pestilence.ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
4 He will cover you with his feathers. Under his wings you will take refuge. His faithfulness is your shield and rampart.ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।
5 You shall not be afraid of the terror by night, Nor of the arrow that flies by day;ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ।
6 Nor of the pestilence that walks in darkness, Nor of the destruction that wastes at noonday.ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।
7 A thousand may fall at your side, And ten thousand at your right hand; But it will not come near you.ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ।
8 You will only look with your eyes, And see the recompense of the wicked.ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।
9 Because you have made Yahweh your refuge, And the Most High your dwelling place,ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 No evil shall happen to you, Neither shall any plague come near your dwelling.ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 For he will give his angels charge over you, To guard you in all your ways.ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।
12 They will bear you up in their hands, So that you won't dash your foot against a stone.ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।
13 You will tread on the lion and cobra. You will trample the young lion and the serpent underfoot.ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।
14 "Because he has set his love on me, therefore I will deliver him. I will set him on high, because he has known my name.ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
15 He will call on me, and I will answer him. I will be with him in trouble. I will deliver him, and honor him.ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।
16 I will satisfy him with long life, And show him my salvation."ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାଯୁ କରିବା ଏବଂ ଆମ୍ଭେ ସମାନଙ୍କେୁ ରକ୍ଷା କରିବା।
Oriya Bible