Psalm 92:7 ଯେତବେେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଚାରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହାଇପୋରନ୍ତି। ସେତବେେଳେ ସମାନେେ କରୁଥିବା ମୂଲ୍ଯହୀନ କାର୍ୟ୍ଯ ଚିରଦିନ ପାଇଁ ନଷ୍ଟ ହବେ।
Psalm 92:7 in Other Translations
King James Version (KJV) When the wicked spring as the grass, and when all the workers of iniquity do flourish; it is that they shall be destroyed for ever:
American Standard Version (ASV) When the wicked spring as the grass, And when all the workers of iniquity do flourish; It is that they shall be destroyed for ever.
Bible in Basic English (BBE) When the sinners come up like the grass, and all the workers of evil do well for themselves, it is so that their end may be eternal destruction.
Darby English Bible (DBY) When the wicked spring as the grass, and when all the workers of iniquity flourish, it is that they may be destroyed for ever.
Webster's Bible (WBT) A brutish man knoweth not; neither doth a fool understand this.
World English Bible (WEB) Though the wicked spring up as the grass, And all the evil-doers flourish, They will be destroyed forever.
Young's Literal Translation (YLT) When the wicked flourish as a herb, And blossom do all workers of iniquity -- For their being destroyed for ever and ever!
Read Full Chapter :
Psalm 92
Cross Reference
ଗୀତସଂହିତା 73:18
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।
ଗୀତସଂହିତା 37:38
କିନ୍ତୁ ଅଧର୍ମାଚାରୀ ଲୋକମାନେ ସୂର୍ଣ୍ଣ ଧ୍ବଂସ ପାଇବେ ଓ ସମାନଙ୍କେର ବଂଶଧରମାନେ ସହେି ସ୍ଥାନ ଛାଡ଼ିବାକୁ ବାଧ୍ଯ ହବେେ।
ଆୟୁବ ପୁସ୍ତକ 12:6
ଡ଼କାଯତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ବରଙ୍କୁ ବିରକ୍ତ କରାନ୍ତି, ସମାନେେ ଶାନ୍ତି ରେ ରହନ୍ତି ଏବଂ ସମାନଙ୍କେର ବଳ ହେଉଛି ସମାନଙ୍କେର ପରମେଶ୍ବର।
ପିତରଙ୍କ ପ୍ରଥମ ପତ୍ 1:24
ଶାସ୍ତ୍ର କୁ ହେ :
ଗୀତସଂହିତା 37:35
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
ଆୟୁବ ପୁସ୍ତକ 21:7
କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।
ଗୀତସଂହିତା 37:1
ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହବୋର ଆବଶ୍ଯକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସହେି ଲୋକମାନଙ୍କ ଉପରେ ଇର୍ଷା କର ନାହିଁ।
ଗୀତସଂହିତା 73:12
ତାହା ହେଉଛି, ୟାହାକି ଦୁଷ୍ଟମାନେ ଚାହାଁନ୍ତି। ସମାନଙ୍କେ ପାଖରେ ଚିନ୍ତା ନାହିଁ, ଏବଂ ସମାନେେ ଧନୀରୁ ଅଧିକ ଧନୀ ହେଉଛନ୍ତି।
ଯିରିମିୟ 12:1
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?
ମଲାଖୀ 3:15
ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।
ମଲାଖୀ 4:1
ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।
ଲୂକଲିଖିତ ସୁସମାଚାର 16:19
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।
ଯାକୁବଙ୍କ ପତ୍ 1:10
ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।
ଯିଶାଇୟ 37:27
ଏଣୁ ସହେି ନଗର ବାସିନ୍ଦା ଅଳ୍ପଶକ୍ତି ବିଶିଷ୍ଟ ହେଲେ। ସମାନେେ ହତାଶ ଓ ବିଭ୍ରାନ୍ତ ହେଲେ। ସମାନେେ କ୍ଷେତ୍ରର ଘାସ ଓ ନବୀନ ତୃଣ କର୍ତ୍ତନ ସଦୃଶ, ଗୃହ ଛାତର ଉପରିସ୍ଥ ଘାସ ଓ ଅପକ୍ବ ଶସ୍ଯକ୍ଷେତ୍ର ତୁଲ୍ଯ ହେଲେ।
ଯିଶାଇୟ 40:6
ପୁଣି ଏକ ସ୍ବର ଶୁଣାଗଲା, ପ୍ରଚାର କର।' ଜଣେ ବ୍ଯକ୍ତି କହିଲା, କ'ଣ ପ୍ରଚାର କରିବା? ସେ ସ୍ବରଟି କହିଲା, ମନୁଷ୍ଯ ଚିରଦିନ ପାଇଁ ବଞ୍ଚିବ ନାହିଁ। ସମାନେେ ତୃଣତୁଲ୍ଯ ଓ ସମାନଙ୍କେର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ଯ।
ଗୀତସଂହିତା 103:15
ମଣିଷ ଜୀବନ ଘାସପରି। ସମାନେେ ଜଙ୍ଗଲି ଫୁଲ ପରି, ୟାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ୟ୍ଯ ଦିଅନ୍ତି।
ଗୀତସଂହିତା 94:4
ସହେି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ ? ସହେି ଅଧର୍ମାଚାରୀମାନେ କେତେ କାଳ ଦର୍ପ କରିବେ ?
ପ୍ରଥମ ଶାମୁୟେଲ 25:36
ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।
ହିତୋପଦେଶ 1:32
କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।
ଗୀତସଂହିତା 90:5
ତୁମ୍ଭେ ସମାନଙ୍କେର ଜୀବନକୁ ଉଚ୍ଛଦେ କରିଛ, ୟାହା ମୃତ୍ଯୁରେ ଶୋଇ ଥିବା ପରି। ପ୍ରଭାତରେ ସମାନେେ ଗୁଜୁରିବା ତୃଣପରି।