Psalm 93

1 ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।

2 ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।

3 ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।

4 ଜଳରାଶିର ଧ୍ବନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଉର୍ଦ୍ଧ୍ବସ୍ଥ ସଦାପ୍ରଭୁ ବଳବାନ।

5 ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।

1 The Lord reigneth, he is clothed with majesty; the Lord is clothed with strength, wherewith he hath girded himself: the world also is stablished, that it cannot be moved.

2 Thy throne is established of old: thou art from everlasting.

3 The floods have lifted up, O Lord, the floods have lifted up their voice; the floods lift up their waves.

4 The Lord on high is mightier than the noise of many waters, yea, than the mighty waves of the sea.

5 Thy testimonies are very sure: holiness becometh thine house, O Lord, for ever.