Psalm 95:6 in Oriya

Oriya Oriya Bible Psalm Psalm 95 Psalm 95:6

Psalm 95:6
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସହେି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।

Psalm 95:5Psalm 95Psalm 95:7

Psalm 95:6 in Other Translations

King James Version (KJV)
O come, let us worship and bow down: let us kneel before the LORD our maker.

American Standard Version (ASV)
Oh come, let us worship and bow down; Let us kneel before Jehovah our Maker:

Bible in Basic English (BBE)
O come, let us give worship, falling down on our knees before the Lord our Maker.

Darby English Bible (DBY)
Come, let us worship and bow down; let us kneel before Jehovah our Maker.

World English Bible (WEB)
Oh come, let's worship and bow down. Let's kneel before Yahweh, our Maker,

Young's Literal Translation (YLT)
Come in, we bow ourselves, and we bend, We kneel before Jehovah our Maker.

O
come,
בֹּ֭אוּbōʾûBOH-oo
let
us
worship
נִשְׁתַּחֲוֶ֣הništaḥăweneesh-ta-huh-VEH
and
bow
down:
וְנִכְרָ֑עָהwĕnikrāʿâveh-neek-RA-ah
kneel
us
let
נִ֝בְרְכָ֗הnibrĕkâNEEV-reh-HA
before
לִֽפְנֵיlipĕnêLEE-feh-nay
the
Lord
יְהוָ֥הyĕhwâyeh-VA
our
maker.
עֹשֵֽׂנוּ׃ʿōśēnûoh-say-NOO

Cross Reference

Psalm 100:3
ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।

Daniel 6:10
ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।

2 Chronicles 6:13
ଶଲୋମନ 26 ମିଟର ଲମ୍ବ ଓ 26 ମଟର ପ୍ରସ୍ଥ ଓ 15 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ଯଭାଗ ରେ ସ୍ଥାପିତ କରିଥିଲେ। ଏହାପରେ, ସେ ସହେି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରୀତ ହାଇେଥିବା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଆଣ୍ଠାଇେ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ।

Philippians 2:10
ଏପରି କରିବାର ଉଦ୍ଦେଶ୍ଯ ଥିଲା ଯେ ସ୍ବର୍ଗର, ପୃଥିବୀର ଓ ପାତାଳର ପ୍ରେତ୍ୟକକ ଲୋକ ଯେପରି ଯୀଶୁଙ୍କ ନାମ ଆଗ ରେ ମୁଣ୍ଡ ନୁଆଇଁବେ।

Exodus 20:5
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।

Psalm 95:1
ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ ପରିତ୍ରାଣର ଶୈଳ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କରିବା, ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।

Psalm 149:2
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।

Ephesians 3:14
ସେଥିପାଇଁ ପ୍ରାର୍ଥନା ରେ ମୁଁ ପରମପିତାଙ୍କ ଆଗ ରେ ନତମସ୍ତକ ହୁଏ।

Revelation 22:17
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।

Revelation 22:8
ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।

1 Peter 4:19
ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।

1 Corinthians 6:20
କାରଣ ପରମେଶ୍ବର ତୁମ୍ଭମାନଙ୍କୁ ମୂଲ୍ଯ ଦଇେ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ଯମ ରେ ପରମେଶ୍ବରଙ୍କୁ ଗୌରବ ଦିଅ।

Acts 21:5
ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।

Acts 20:36
ଏକଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।

Acts 10:25
ପିତର ଘ ରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

Acts 7:60
ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜାରେ ରେ କହିଲେ, ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କରନାହିଁ। ଏହା କହି ସେ ମୃତ୍ଯୁବରଣ କଲେ।

Ezra 9:5
ସନ୍ଧ୍ଯାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମାେ ଦହେ ରେ ଚିରାବସ୍ତ୍ର ଓ ଗ୍ଭଗୋ ଥିଲା। ମୁଁ ମାରେଆଣ୍ଠୁମାଡି ସଦାପ୍ରଭୁ ମାରେ ପରମେଶ୍ବରଙ୍କ ଆଡେ ହସ୍ତ ବିସ୍ତାର କରି କହିଲି,

Job 35:10
କିନ୍ତୁ ସହେି ମନ୍ଦ ଲୋକମାନେ ପରମେଶ୍ବରଙ୍କ ସାହାୟ୍ଯ କାମନା କରନ୍ତି ନାହିଁ। ସମାନେେ କହିବେ ନାହିଁ, 'କେଉଁଠି ସହେି ପରମେଶ୍ବର ଅଛନ୍ତି, ୟିଏ ମାେତେ ତିଆରି କରିଛନ୍ତି। ଲୋକମାନେ ଯେତବେେଳେ ନିରାଶ ହୁଅନ୍ତି, ପରମେଶ୍ବର ସେତବେେଳେ ତାଙ୍କୁ ସାହାୟ୍ଯ କରନ୍ତି। ତେଣୁ ସେ କାହାଁନ୍ତି।

Psalm 72:9
ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହବେେ। ତାହାଙ୍କ ଶତ୍ରୁଗଣ ଅଧୋମୁଖ ହାଇେ ନତ ମସ୍ତକ ହବେେ।

Ecclesiastes 12:1
ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।

Isaiah 17:7
ସଦେିନ ଲୋକମାନେ ସମାନଙ୍କେର ସୃଷ୍ଟିକର୍ତ୍ତାଙ୍କୁ ଅନାଇବେ। ସମାନଙ୍କେର ଦୃଷ୍ଟି ପବିତ୍ର ଧର୍ମସ୍ବରୂପଙ୍କ ପ୍ରତି ପଡ଼ିବ।

Isaiah 54:5
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।

Hosea 6:1
ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।

Hosea 8:14
ଇଶ୍ରାୟେଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସହେି ସୁଦୃଢ ଦୁର୍ଗକୁ ପୋଡି଼ ଧ୍ବଂସ କରିବା।

Matthew 4:2
ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।

Matthew 4:9
ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

Mark 14:35
ଯୀଶୁ ସମାନଙ୍କେ ଠାରୁ ଅଳ୍ପ ଦୂରକୁ ଚାଲି କରି ଗଲେ। ତା'ପରେ ଯୀଶୁ ଭୂମିରେ ପଡିଗଲେ ଓ ପ୍ରାର୍ଥନା କଲେ ଯେ ଯଦି ସମ୍ଭବ ହୁଏ, ତବେେ ଏ ୟନ୍ତ୍ରଣାର ମୁହୁର୍ତ୍ତଟି ମାେ ପାଖରୁ ଘୁଞ୍ଚିଯାଉ।

Luke 22:41
ତା'ପରେ ଯୀଶୁ ସମାନଙ୍କେଠାରୁ ପ୍ରାୟ ପଚାଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡି ବସି ପଡି ପାର୍ଥନା କଲେ,

John 1:3
ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।

1 Kings 8:54
ଏହି ପ୍ରାର୍ଥନା କଲା ବେଳେ ରାଜା ଶଲୋମନ ୟଜ୍ଞବଦେୀ ସମ୍ମୁଖ ରେ ଆଣ୍ଠୁମାଡି ଓ ସ୍ବର୍ଗଆଡେ ହସ୍ତ ପ୍ରସାରଣ କଲେ। ତା'ପରେ ସେ ଛିଡା ହେଲେ ଓ ପ୍ରାର୍ଥନା ସମାପ୍ତ କଲେ।