Psalm 99

1 ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।

2 ସଦାପ୍ରଭୁ ସିୟୋନରେ ମହାନ୍ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।

3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

4 ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

5 ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।

6 ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।

7 ପରମେଶ୍ବର ଉଚ୍ଚ ମେଘସ୍ତମ୍ଭ ମଧ୍ଯରୁ କହିଲେ, ସମାନେେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିଯମ ବ୍ଯବସ୍ଥା ଦେଲେ।

8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର, ତୁମ୍ଭେ ତାଙ୍କ ପ୍ରାର୍ଥନାର ଉତ୍ତର ଦଲେ। ତୁମ୍ଭେ ସମାନଙ୍କେୁ ଦଖାଇେଲ ୟେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ବର ଏବଂ ତୁମ୍ଭେ ସମାନଙ୍କେର କୁକର୍ମ ପାଇଁ ଦଣ୍ଡ ଦିଅ।

9 ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।

1 The Lord reigneth; let the people tremble: he sitteth between the cherubims; let the earth be moved.

2 The Lord is great in Zion; and he is high above all the people.

3 Let them praise thy great and terrible name; for it is holy.

4 The king’s strength also loveth judgment; thou dost establish equity, thou executest judgment and righteousness in Jacob.

5 Exalt ye the Lord our God, and worship at his footstool; for he is holy.

6 Moses and Aaron among his priests, and Samuel among them that call upon his name; they called upon the Lord, and he answered them.

7 He spake unto them in the cloudy pillar: they kept his testimonies, and the ordinance that he gave them.

8 Thou answeredst them, O Lord our God: thou wast a God that forgavest them, though thou tookest vengeance of their inventions.

9 Exalt the Lord our God, and worship at his holy hill; for the Lord our God is holy.