Bible

Romans 11 - YLT (Oriya)

1 I say, then, Did God cast away His people? let it not be! for I also am an Israelite, of the seed of Abraham, of the tribe of Benjamin:ତା' ହେଲେ ମୁଁ ପ୍ରଶ୍ନ କରୁଛି: କଣ ପରମେଶ୍ବର ନିଜ ଲୋକମାନଙ୍କୁ ପରିତ୍ଯାଗ କରନ୍ତି କି? ନା! ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ଅବ୍ରାହାମଙ୍କ ପରିବାରର ଅଟେ। ବିନ୍ଯାମୀନଙ୍କ ଗୋଷ୍ଠୀ ରେ ଜାତ।

2 God did not cast away His people whom He knew before; have ye not known -- in Elijah -- what the Writing saith? how he doth plead with God concerning Israel, saying,ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?

3 `Lord, Thy prophets they did kill, and Thy altars they dug down, and I was left alone, and they seek my life;'ଏଲିୟ କହିଥିଲେ: ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ଯଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ୟଜ୍ଞବଦେି ସବୁ ଭାଗିଂଛନ୍ତି। କବଳେ ମୁଁ ଜଣେ ଭବିଷ୍ଯଦ୍ ବକ୍ତା ବଞ୍ଚିଛି, ସମାନେେ ମାେତେ ମଧ୍ଯ ମାରି ଦବୋ ପାଇଁ ଚେଷ୍ଟା କରୁଛନ୍ତି।

4 but what saith the divine answer to him? `I left to Myself seven thousand men, who did not bow a knee to Baal.'କାନ୍ତୁ ତାହାଙ୍କୁ ପରମେଶ୍ବରଙ୍କର ଉତ୍ତର କ'ଣ ଥିଲା? ବାଆଲ ଆଗ ରେ ଆଣ୍ଠୁମାଡି ନଥିବା ସାତହଜାର ଲୋକଙ୍କୁ ଏବେ ମଧ୍ଯ ମୁଁ ନିଜ ପାଇଁ ରଖିଛି।

5 So then also in the present time a remnant according to the choice of grace there hath been;ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।

6 and if by grace, no more of works, otherwise the grace becometh no more grace; and if of works, it is no more grace, otherwise the work is no more work.ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?

7 What then? What Israel doth seek after, this it did not obtain, and the chosen did obtain, and the rest were hardened,ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।

8 according as it hath been written, `God gave to them a spirit of deep sleep, eyes not to see, and ears not to hear,' -- unto this very day,ଶାସ୍ତ୍ର ରେ ଯେପରି ଲଖାେ ଅଛି:

9 and David saith, `Let their table become for a snare, and for a trap, and for a stumbling-block, and for a recompense to them;ଦାଉଦ କୁହନ୍ତି:

10 let their eyes be darkened -- not to behold, and their back do Thou always bow down.'ସମାନଙ୍କେର ଆଖି ସତ୍ଯକୁ ଦେଖି ନ ପାରିବା ପାଇଁ ବନ୍ଦ ହଇେ ଯାଉ। ସର୍ବଦା ପାଇଁ ସମାନଙ୍କେର ଅଣ୍ଟା ନଇଁ ପଡୁ। ଗୀତସଂହିତା 69:22-23

11 I say, then, Did they stumble that they might fall? let it not be! but by their fall the salvation `is' to the nations, to arouse them to jealousy;ତା' ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସମାନଙ୍କେୁ ନଷ୍ଟ କରିଥିଲା କି। ବରଂ ସମାନଙ୍କେର ଭୁଲ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ବାରା ଯିହୂଦୀମାନଙ୍କ ଭିତ ରେ ଉତ୍ସାହ ଭାବ ଜାଗୃତ ହେଲା।

12 and if the fall of them `is' the riches of a world, and the diminution of them the riches of nations, how much more the fulness of them?ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ବରୂପ ହେଲା, ସମାନେେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦଲୋ। ତେଣୁ ପରମେଶ୍ବର ଯାହା ଚାହୁଁଛନ୍ତି ସହେି ଅନୁସାରେ ପୂଣର୍‌ନ ସଂଖ୍ଯକ ଯିହୂଦୀମାନେ ଯେତବେେଳେ ଚାଲିବେ, ସେତବେେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରା ରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!

13 For to you I speak -- to the nations -- inasmuch as I am indeed an apostle of nations, my ministration I do glorify;ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶଷେ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ ରରେିତ ହାଇେଛି। ମୁଁ ପୂର୍ଣ ମନ ପ୍ରାଣ ରେ ଏହି କାମ କରିବି।

14 if by any means I shall arouse to jealousy mine own flesh, and shall save some of them,ମୁଁ ଆଶା କରେ ଯେ ନିଜ ଲୋକ ମାନଙ୍କ ଭିତ ରେ ଉଦୟୋଗ ଆଣି ତାହାଙ୍କ ଭିତରୁ କେତକେ ଲୋକଙ୍କୁ ଉଦ୍ଧାର କରି ପାରିବି।

15 for if the casting away of them `is' a reconciliation of the world, what the reception -- if not life out of the dead?ୟିହୁଦୀମାନଙ୍କୁ ପରମେଶ୍ବର ଅସ୍ବୀକାର କରି ଦଲୋପରେ, ସେ ଜଗତର ଅନ୍ଯଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ୟିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ଯୁରୁ ପୁନର୍ଜାବନ ଆଣିବା।

16 and if the first-fruit `is' holy, the lump also; and if the root `is' holy, the branches also.ଆମ୍ବ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ବରଙ୍କୁ ସମର୍ପଣ କରାଯାଏ, ତା' ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚରେ ପବିତ୍ର, ତା' ହେଲେ ସହେି ଗଛର ସମସ୍ତ ଡାଳ ମଧ୍ଯ ପବିତ୍ର।

17 And if certain of the branches were broken off, and thou, being a wild olive tree, wast graffed in among them, and a fellow-partaker of the root and of the fatness of the olive tree didst become --ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।

18 do not boast against the branches; and if thou dost boast, thou dost not bear the root, but the root thee!ସେଥିପାଇଁ,ପ୍ରଥମ ଗଛର ସେ ଭଙ୍ଗା ଡାଳ ଗୁଡିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେ ମାନେ ପ୍ରଥମ ଗଛର ଚରକେୁ ଜୀବନ ପ୍ରଦାନ କରୁ ନାହିଁ, ବରଂ ସହେି ଚରେ ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।

19 Thou wilt say, then, `The branches were broken off, that I might be graffed in;' right!ତୁମ୍ଭମାନେେ କହି ପାର, ସେ ଗଛର ଡାଳ ଗୁଡିକ ଭାଙ୍ଗି ପଡିବାରୁ ମୁଁ ତା' ସହିତ ସଂୟୁକ୍ତ ହଲିେ।

20 by unbelief they were broken off, and thou hast stood by faith; be not high-minded, but be fearing;ଏହା ସତ୍ଯ କିନ୍ତୁ ସେ ଡାଳ ଗୁଡିକ ଭାଙ୍ଗି ପଡିବାର କାରଣ ହେଉଛି ସମାନଙ୍କେର ଅବିଶ୍ବାସ। କିନ୍ତୁ ତୁମ୍ଭମାନେେ ତୁମ୍ଭମାନଙ୍କ ବିଶ୍ବାସ ହତେୁ ସହେି ଗଛର ଅଂଶୀ ହାଇେ ପାରିଛ। ଅତଏବ ଗର୍ବ କରିବା ପରିବର୍ତେ ଭୟ କରିବା ଦରକାର।

21 for if God the natural branches did not spare -- lest perhaps He also shall not spare thee.ବିଶ୍ବାସ ନ କରିବା ହତେୁ ଯଦି ପରମେଶ୍ବର ପ୍ରଥମ ଗଛର ଶାଖାଗୁଡିକୁ ଭାଙ୍ଗି ଦେଲେ, ତା ହେଲେ ତୁମ୍ଭେ ମାନେ ମଧ୍ଯ ବିଶ୍ବାସ ନ ରଖି ପାରିଲେ ପରମେଶ୍ବର ତୁମ୍ଭମାନଙ୍କୁ ବିଛିନ୍ନ କରି ଦବେେ।

22 Lo, then, goodness and severity of God -- upon those indeed who fell, severity; and upon thee, goodness, if thou mayest remain in the goodness, otherwise, thou also shalt be cut off.ଅତଏବ ବୁଝିବା ଦରକାର ଯେ, ପରମେଶ୍ବର ଅତି ଦୟାଳୁ, କିନ୍ତୁ ସେ ଅତି କଠାେର ମଧ୍ଯ ହାଇପୋରିବେ। ପରମେଶ୍ବରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେ ମାନେ ତାହାଙ୍କ ଅନୁଗ୍ର ରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷ ରେ ଯଦି ତୁମ୍ଭମାନେେ ତାହାଙ୍କୁ ଅନୁସରଣ ନ କର ତା' ହେଲେ ତୁମ୍ଭମାନେେ ମଧ୍ଯ କଟାଯାଇ ଫିଙ୍ଗି ଦିଆୟିବ।

23 And those also, if they may not remain in unbelief, shall be graffed in, for God is able again to graff them in;ଯିହୂଦୀମାନେ ଯଦି ପୁନଃ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି, ତା' ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରି ନବେେ। ସମାନଙ୍କେୁ ନିଜ ପୂର୍ବ ସ୍ଥାନ ଦବୋ ପାଇଁ ପରମେଶ୍ବର ସମର୍ଥ ହବେେ।

24 for if thou, out of the olive tree, wild by nature, wast cut out, and, contrary to nature, wast graffed into a good olive tree, how much rather shall they, who `are' according to nature, be graffed into their own olive tree?ତୁମ୍ଭମାନେେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭମାନେେ ଭଲ ଜୀତଗଛ ସହିତ ସଂୟୁକ୍ତ ହାଇେଛ। କିନ୍ତୁ ଏହା ସ୍ବାଭାବିକ। ଅତଏବ, ସହେି ଯିହୂଦୀମାନେ ପ୍ରକୃତ ରେ ନିଜର ବୃକ୍ଷ ସହିତ ପୁନର୍ବାର ସଂୟୁକ୍ତ ହାଇପୋରିବେ।

25 For I do not wish you to be ignorant, brethren, of this secret -- that ye may not be wise in your own conceits -- that hardness in part to Israel hath happened till the fulness of the nations may come in;ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।

26 and so all Israel shall be saved, according as it hath been written, `There shall come forth out of Sion he who is delivering, and he shall turn away impiety from Jacob,ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:

27 and this to them `is' the covenant from Me, when I may take away their sins.'ଓ ଆମ୍ଭେ ସହେି ଲୋକମାନଙ୍କର ପାପଗୁଡିକୁ ହରଣ କଲା ପରେ ଏହି ଚୁକ୍ତି କରିବା। ୟିଶାଇୟ 59:20-21; 27:97

28 As regards, indeed, the good tidings, `they are' enemies on your account; and as regards the choice -- beloved on account of the fathers;ଯିହୂଦୀମାନେ ସୁସମାଚ୍ଭାର ଗ୍ରହଣ କରୁ ନ ଥିବାରୁ, ପରମେଶ୍ବରଙ୍କ ଶତୃ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ଯ ପରମେଶ୍ବରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦଇେଥିବା ପ୍ରତିଜ୍ଞା ହତେୁ, ପରମେଶ୍ବର ସମାନଙ୍କେୁ ଖୁବ ଭଲ ପାଆନ୍ତି।

29 for unrepented of `are' the gifts and the calling of God;ପରମେଶ୍ବର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡିକ ଦିଅନ୍ତି; ସମାନଙ୍କେ ପ୍ରତି ପରମେଶ୍ବର ନିଜର ମନ କବେେ ହେଲେ ପରିବର୍ତ୍ତନ କରନ୍ତି ନାହିଁ।

30 for as ye also once did not believe in God, and now did find kindness by the unbelief of these:ଆଗରୁ ତୁମ୍ଭମାନେେ ପରମେସ୍ବରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ବରୂପ, ତୁମ୍ଭମାନେେ ଅନୁଗ୍ରହ ପ୍ରାପ୍ତ କରିଛ।

31 so also these now did not believe, that in your kindness they also may find kindness;ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ବର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେ ହତେୁ ସମାନେେ ମଧ୍ଯ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରି ପାରିବେ।

32 for God did shut up together the whole to unbelief, that to the whole He might do kindness.ସବୁ ଲୋକେ ପରମେଶ୍ବରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ଯ ସ୍ଥିତି ରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦଖାଇେ ପାରିବେ।

33 O depth of riches, and wisdom and knowledge of God! how unsearchable His judgments, and untraceable His ways!ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

34 for who did know the mind of the Lord? or who did become His counsellor?କହେି ହେଲେ ପରମେଶ୍ବରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁ ହେ:

35 or who did first give to Him, and it shall be given back to him again?କିଏ କବେେ ହେଲେ ପରମେଶ୍ବରଙ୍କୁ କଣ ବା ଦଇେଛି? ଯେ ପରମେଶ୍ବର ପ୍ରତ୍ଯୁପକା ରେ କିଛି ଦବେେ। ଆୟୁବ 41:11

36 because of Him, and through Him, and to Him `are' the all things; to Him `is' the glory -- to the ages. Amen.ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।

Oriya Bible