Romans 13

fullscreen1 ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।

fullscreen2 ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।

fullscreen3 ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

fullscreen4 ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।

fullscreen5 ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

fullscreen6 ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।

fullscreen7 ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

1 Let every soul be subject unto the higher powers. For there is no power but of God: the powers that be are ordained of God.

2 Whosoever therefore resisteth the power, resisteth the ordinance of God: and they that resist shall receive to themselves damnation.

3 For rulers are not a terror to good works, but to the evil. Wilt thou then not be afraid of the power? do that which is good, and thou shalt have praise of the same:

4 For he is the minister of God to thee for good. But if thou do that which is evil, be afraid; for he beareth not the sword in vain: for he is the minister of God, a revenger to execute wrath upon him that doeth evil.

5 Wherefore ye must needs be subject, not only for wrath, but also for conscience sake.

6 For for this cause pay ye tribute also: for they are God’s ministers, attending continually upon this very thing.

7 Render therefore to all their dues: tribute to whom tribute is due; custom to whom custom; fear to whom fear; honour to whom honour.

Romans 13 in Tamil and English

1 ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
Let every soul be subject unto the higher powers. For there is no power but of God: the powers that be are ordained of God.

2 ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।
Whosoever therefore resisteth the power, resisteth the ordinance of God: and they that resist shall receive to themselves damnation.

3 ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।
For rulers are not a terror to good works, but to the evil. Wilt thou then not be afraid of the power? do that which is good, and thou shalt have praise of the same:

4 ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।
For he is the minister of God to thee for good. But if thou do that which is evil, be afraid; for he beareth not the sword in vain: for he is the minister of God, a revenger to execute wrath upon him that doeth evil.

5 ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।
Wherefore ye must needs be subject, not only for wrath, but also for conscience sake.

6 ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।
For for this cause pay ye tribute also: for they are God’s ministers, attending continually upon this very thing.

7 ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।
Render therefore to all their dues: tribute to whom tribute is due; custom to whom custom; fear to whom fear; honour to whom honour.