Romans 13:11 in Oriya

Oriya Oriya Bible Romans Romans 13 Romans 13:11

Romans 13:11
ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ବପୂର୍ଣ। ନିଦ୍ରାରୁ ଜାଗ୍ରତ ହବୋର ସମୟ ଉପସ୍ଥିତ ହାଇେଅଛି। ଆରମ୍ଭ କାଳ ରେ ବିଶ୍ବାସ କରିବା ତୁଳନା ରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହାଇେଛୁ।

Romans 13:10Romans 13Romans 13:12

Romans 13:11 in Other Translations

King James Version (KJV)
And that, knowing the time, that now it is high time to awake out of sleep: for now is our salvation nearer than when we believed.

American Standard Version (ASV)
And this, knowing the season, that already it is time for you to awake out of sleep: for now is salvation nearer to us than when we `first' believed.

Bible in Basic English (BBE)
See then that the time has come for you to be awake from sleep: for now is your salvation nearer than when you first had faith.

Darby English Bible (DBY)
This also, knowing the time, that it is already time that *we* should be aroused out of sleep; for now [is] our salvation nearer than when we believed.

World English Bible (WEB)
Do this, knowing the time, that it is already time for you to awaken out of sleep, for salvation is now nearer to us than when we first believed.

Young's Literal Translation (YLT)
And this, knowing the time, that for us, the hour already `is' to be aroused out of sleep, for now nearer `is' our salvation than when we did believe;

And
Καὶkaikay
that,
τοῦτοtoutoTOO-toh
knowing
εἰδότεςeidotesee-THOH-tase
the
τὸνtontone
time,
καιρόνkaironkay-RONE
that
ὅτιhotiOH-tee

ὥραhōraOH-ra
now
ἡμᾶςhēmasay-MAHS
it
is
high
time
ἤδηēdēA-thay
to
awake
ἐξexayks
of
out
ὕπνουhypnouYOO-pnoo
sleep:
ἐγερθῆναιegerthēnaiay-gare-THAY-nay
for
νῦνnynnyoon
now
γὰρgargahr
is
our
ἐγγύτερονengyteronayng-GYOO-tay-rone

ἡμῶνhēmōnay-MONE
salvation
ay
nearer
σωτηρίαsōtēriasoh-tay-REE-ah
than
ēay
when
ὅτεhoteOH-tay
we
believed.
ἐπιστεύσαμενepisteusamenay-pee-STAYF-sa-mane

Cross Reference

Ephesians 5:14
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

1 Corinthians 15:34
ଅତଏବ, ତୁମ୍ଭେ ଜାଗ୍ରତ ହୁଅ, ଓ ପାପ କରିବା ବନ୍ଦ କର। ତୁମ୍ଭମାନଙ୍କ ମଧ୍ଯରୁ କେତକେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ତୁମ୍ଭମାନଙ୍କୁ ଲଜ୍ଜା ଦବୋ ପାଇଁ ଏକଥା ମୁଁ କହୁଛି।

1 Peter 4:7
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।

Luke 21:28
ଯେତବେେଳେ ଏସବୁ ଘଟଣା ଘଟିବା ଆରମ୍ଭ ହାଇଯେିବ, ତୁମ୍ଭମାନେେ ଭୟ କରିବନାହିଁ। ଉପରକୁ ଚାହିଁ ଖୁସି ହବେ, ଆଦୌ ବ୍ଯସ୍ତ ହବେନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହାଇଗେଲାଣି ବୋଲି ଏଥିରୁ ଜାଣିବ।

Revelation 22:20
ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।

1 Thessalonians 5:5
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।

1 Thessalonians 5:1
ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟ ରେ ଏବେ କିଛି ଲେଖିବାର ଆବଶ୍ଯକତା ନାହିଁ।

1 Corinthians 7:29
ଭାଇ ଓ ଭଉଣୀମାନେ ! ମାରେ କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହାପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସମାନେେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସମାନଙ୍କେ ପତ୍ନୀ ନାହିଁ।

Mark 13:35
ଏଣୁ ତୁମ୍ଭମାନେେ ମଧ୍ଯ ସର୍ବଦା ପ୍ରସ୍ତୁତ ହାଇେ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତବେେଳେ ଯେ ଆସି ପହଁଞ୍ଚିଯିବେ। ସନ୍ଧ୍ଯା ବେଳେ, ଅଧରାତି ରେ, ପାହାନ୍ତିଆ ରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି।

Ecclesiastes 9:10
ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।

Revelation 22:12
ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ।

2 Peter 3:13
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।

1 Corinthians 10:11
ସମାନଙ୍କେ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ବରୂପ। ସମସ୍ତ ପ୍ରାଚୀନ ଇତିହାସ ରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚତନୋ ଦବୋ ଉଦ୍ଦେଶ୍ଯ ରେ ଲଖାେ ଯାଇଛି।

Matthew 26:40
ତା'ପରେ ସେ ଶିଷ୍ଯମାନଙ୍କ ପାଖକୁ ଫରେିଗଲେ। ସେ ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, ତୁମ୍ଭମାନେେ ମାେ ସହିତ ଘଣ୍ଟାଏ ପାଇଁ ମଧ୍ଯ ଜାଗି ରହି ପାରିଲ ନାହିଁ?

Matthew 25:5
ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।

Matthew 24:42
ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।

Matthew 16:3
ତୁମ୍ଭମାନେେ ସୂର୍ େଯ୍ଯାଦୟ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହବେ। ଏଗୁଡିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡିକ ଆକାଶ ରେ ଦେଖ ଓ ସଗେୁଡିକର ଅର୍ଥ ବୁଝ। ସହେିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡିକୁ ଦେଖୁଛ। ଏଗୁଡିକ ମଧ୍ଯ ଏପ୍ରକାର ଲକ୍ଷଣ। କିନ୍ତୁ ଏଗୁଡିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହାଇେ ପାରୁନ।

Jonah 1:6
ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।

Isaiah 21:11
ଦୁମା ବିଷଯ ରେ ଶାେକବାର୍ତ୍ତା। ଜଣେ ସଯେୀରଠାରୁ ମାେତେ ଡ଼ାକି କହିଲେ, ହେ ପ୍ରହରି, ଆଉ ରାତ୍ରି କେତେ ରହିଲା ?'