Romans 4:14
ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।
Romans 4:14 in Other Translations
King James Version (KJV)
For if they which are of the law be heirs, faith is made void, and the promise made of none effect:
American Standard Version (ASV)
For if they that are of the law are heirs, faith is made void, and the promise is made of none effect:
Bible in Basic English (BBE)
For if they who are of the law are the people who get the heritage, then faith is made of no use, and the word of God has no power;
Darby English Bible (DBY)
For if they which [are] of law be heirs, faith is made vain, and the promise made of no effect.
World English Bible (WEB)
For if those who are of the law are heirs, faith is made void, and the promise is made of no effect.
Young's Literal Translation (YLT)
for if they who are of law `are' heirs, the faith hath been made void, and the promise hath been made useless;
| For | εἰ | ei | ee |
| if | γὰρ | gar | gahr |
| they which | οἱ | hoi | oo |
| ἐκ | ek | ake | |
| are of | νόμου | nomou | NOH-moo |
| the law | κληρονόμοι | klēronomoi | klay-roh-NOH-moo |
| be heirs, | κεκένωται | kekenōtai | kay-KAY-noh-tay |
| faith | ἡ | hē | ay |
| is made void, | πίστις | pistis | PEE-stees |
| and | καὶ | kai | kay |
| the | κατήργηται | katērgētai | ka-TARE-gay-tay |
| none of made promise | ἡ | hē | ay |
| effect: | ἐπαγγελία· | epangelia | ape-ang-gay-LEE-ah |
Cross Reference
Numbers 30:12
ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।
Hebrews 7:19
ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।
Philippians 3:9
ଏହା ମାେତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠା ରେ ରହିବାକୁ ସାହାୟ୍ଯ କରେ। ଖ୍ରୀଷ୍ଟଙ୍କ ସହଭାଗିତା ରେ ମୁଁ ପରମେଶ୍ବରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ଯବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ପରମେଶ୍ବରଙ୍କଠାରୁ ଆ ସେ। ପରମେଶ୍ବର ତାହାଙ୍କ ପ୍ରତି ମାେତେ ସିଦ୍ଧ କରିବାରୁ ଖ୍ରୀଷ୍ଟଙ୍କଠା ରେ ମାରେ ବିଶ୍ବାସକୁ ବ୍ଯବହାର କରନ୍ତି।
Galatians 5:4
ଯଦି ତୁମ୍ଭମାନେେ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସହିତ ଧାର୍ମିକ ହବୋକୁ ଚେଷ୍ଟା କରୁଛ, ତା' ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହକୁ ଅଗ୍ରାହ୍ଯ କଲ।
Galatians 3:18
ଯଦି ଉତ୍ତରାଧିକାର ବ୍ଯବସ୍ଥା ଆଧାରିତ ଅଟେ, ତବେେ ତାହା 'ପ୍ରତିଶୃତି ଆଧାରିତ ହାଇେ ପାରିବ ନାହିଁ। କିନ୍ତୁ ପରମେଶ୍ବର ଆପଣା ପ୍ରତିଶୃତି ମାଧ୍ଯମ ରେ ମୁକ୍ତ ଭାବରେ ଅବ୍ରହାମଙ୍କୁ ତାଙ୍କର ଆଶୀର୍ବାଦ ପ୍ରଦାନ କରିଥିଲେ।
Galatians 2:21
ଏହି ଅନୁଗ୍ରହସହଉଛି ପରଲମଶ୍ବରଙ୍କର। ଏହାସମା ପାଇଁ ବହୁତ ମହତ୍ବପୂର୍ଣ୍ଣ ଅଲଟ। କାରଣ ଯଦି ନିୟମ ଦ୍ବାରା ଧାର୍ମିକ ଗଣିତସହବା ସମ୍ଭବସହାଇଥାଆନ୍ତା, ତାସହଲଲ ଖ୍ରୀଷ୍ଟ ବିନା କାରଣସର ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତଲ।
Romans 4:16
ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।
Romans 3:31
ଏଠା ରେ ପ୍ରଶ୍ନ ଉେଠ ଯେ ଆମ୍ଭେ କ'ଣ ବିଶ୍ବାସର ମାର୍ଗ ଅନୁସରଣ କରିବା ଦ୍ବାରା ବ୍ଯବସ୍ଥାକୁ ନଷ୍ଟ କରୁଛୁ କି? ନା! ଏହା ସତ୍ଯ ନୁହେଁ। ବରଂ ବ୍ଯବସ୍ଥା ଆମ୍ଭଠାରୁ ଯାହା ଆଶା କରେ, ତାହା ହବୋ ପାଇଁ ବିଶ୍ବାସ ଆମ୍ଭକୁ ସୁଯୋଗ ପ୍ରଦାନ କରେ।
Jeremiah 19:7
ପୁଣି ସହେି ସ୍ଥାନ ରେ ଆମ୍ଭେ ଯିହୁଦାର ଓ ୟିରୁଶାଲମର ସମସ୍ତ ସାଜସଜ୍ଜା ବ୍ଯର୍ଥ କରିବା। ତା'ପ ରେ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କର ଖଡ୍ଗ ରେ ଧ୍ବଂସ ହବୋକୁ ଆମ୍ଭେ ଦବୋ। ଆମ୍ଭେ ସମାନଙ୍କେର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦବୋ।
Isaiah 55:11
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
Psalm 119:126
ହେ ସଦାପଭ୍ରୁ, ତୁମ୍ଭର କାର୍ୟ୍ଯ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିଯମ ଭାଙ୍ଗିଛନ୍ତି।
Numbers 30:15
କିନ୍ତୁ ଯଦି ସେ ପରେ ତା'ର (ସ୍ତ୍ରୀ) ଶପଥକୁ ପ୍ରତ୍ଯାଖ୍ଯାନ କରେ (ପ୍ରଥମ ଦିନପରେ) ତାହାଲେ ସେ (ସ୍ବାମୀ) ତା'ର (ସ୍ତ୍ରୀର) ଦୋଷ ବହନ କରିବ।
Hebrews 7:28
ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।