Bible

Romans 5 - ASV (Oriya)

1 Being therefore justified by faith, we have peace with God through our Lord Jesus Christ;ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।

2 through whom also we have had our access by faith into this grace wherein we stand; and we rejoice in hope of the glory of God.ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।

3 And not only so, but we also rejoice in our tribulations: knowing that tribulation worketh stedfastness;ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।

4 and stedfastness, approvedness; and approvedness, hope:ଏହି ର୍ଧୈୟ୍ଯ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।

5 and hope putteth not to shame; because the love of God hath been shed abroad in our hearts through the Holy Spirit which was given unto us.ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

6 For while we were yet weak, in due season Christ died for the ungodly.ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।

7 For scarcely for a righteous man will one die: for peradventure for the good man some one would even dare to die.ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।

8 But God commendeth his own love toward us, in that, while we were yet sinners, Christ died for us.କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।

9 Much more then, being now justified by his blood, shall we be saved from the wrath `of God' through him.ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।

10 For if, while we were enemies, we were reconciled to God through the death of his Son, much more, being reconciled, shall we be saved by his life;ମାେ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ବରଙ୍କର ଶତୃ ହାଇେଥିଲେ ମଧ୍ଯ, ସେ ନିଜ ପୁତ୍ରଙ୍କ ମୃତ୍ଯୁ ଦ୍ବାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେ ହତେୁ ଆମ୍ଭେ ପରମେଶ୍ବରଙ୍କର ମିତ୍ର, ପରମେଶ୍ବର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ଯମ ରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।

11 and not only so, but we also rejoice in God through our Lord Jesus Christ, through whom we have now received the reconciliation.ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।

12 Therefore, as through one man sin entered into the world, and death through sin; and so death passed unto all men, for that all sinned:--ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

13 for until the law sin was in the world; but sin is not imputed when there is no law.ମାଶାେ ବ୍ଯବସ୍ଥା ଦବୋ ପୂର୍ବରୁ ପାପ ସଂସାର ରେ ଥିଲା। କିନ୍ତୁ ପରମେଶ୍ବର, ବ୍ଯବସ୍ଥା ନଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନଥିଲେ।

14 Nevertheless death reigned from Adam until Moses, even over them that had not sinned after the likeness of Adam's transgression, who is a figure of him that was to come.କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।

15 But not as the trespass, so also `is' the free gift. For if by the trespass of the one the many died, much more did the grace of God, and the gift by the grace of the one man, Jesus Christ, abound unto the many.କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

16 And not as through one that sinned, `so' is the gift: for the judgment `came' of one unto condemnation, but the free gift `came' of many trespasses unto justification.ଆଦମ ଥରେ ପାପ କଲା ପରେ ସେ ଦୋଷୀ ବୋଲି ସାବ୍ଯସ୍ତା ହେଲା। କିନ୍ତୁ ପରମେଶ୍ବରଙ୍କର ଅନୁଗ୍ରହଦାନ ଏହାଠାରୁ ଭିନ୍ନ ଅଟେ। ଅନକେ ପାପ ପରେ ପରମେଶ୍ବରଙ୍କର ଅନୁଗ୍ରହଦାନ ଆସିଲା। ଓ ଏହି ଅନୁଗ୍ରହଦାନ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରାଇଲା।

17 For if, by the trespass of the one, death reigned through the one; much more shall they that receive the abundance of grace and of the gift of righteousness reign in life through the one, `even' Jesus Christ.ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।

18 So then as through one trespass `the judgment came' unto all men to condemnation; even so through one act of righteousness `the free gift came' unto all men to justification of life.ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।

19 For as through the one man's disobedience the many were made sinners, even so through the obedience of the one shall the many be made righteous.ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।

20 And the law came in besides, that the trespass might abound; but where sin abounded, grace did abound more exceedingly:ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

21 that, as sin reigned in death, even so might grace reign through righteousness unto eternal life through Jesus Christ our Lord.ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।

Oriya Bible