Romans 7:15 ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।
Romans 7:15 in Other Translations
King James Version (KJV) For that which I do I allow not: for what I would, that do I not; but what I hate, that do I.
American Standard Version (ASV) For that which I do I know not: for not what I would, that do I practise; but what I hate, that I do.
Bible in Basic English (BBE) And I have no clear knowledge of what I am doing, for that which I have a mind to do, I do not, but what I have hate for, that I do.
Darby English Bible (DBY) For that which I do, I do not own: for not what I will, this I do; but what I hate, this I practise.
World English Bible (WEB) For I don't know what I am doing. For I don't practice what I desire to do; but what I hate, that I do.
Young's Literal Translation (YLT) for that which I work, I do not acknowledge; for not what I will, this I practise, but what I hate, this I do.
that which
ὃ
hos
ose
For
γὰρ
gar
gahr
I do
κατεργάζομαι
katergazomai
ka-tare-GA-zoh-may
not:
οὐ
ou
oo
I allow
γινώσκω·
ginōskō
gee-NOH-skoh
not;
οὐ
ou
oo
for
γὰρ
gar
gahr
what
ὃ
hos
ose
I would,
θέλω
thelō
THAY-loh
that
τοῦτο
touto
TOO-toh
do I
πράσσω
prassō
PRAHS-soh
but
ἀλλ'
alla
al-LA
what
ὃ
hos
ose
I hate,
μισῶ
miseō
mee-SAY-oh
that
τοῦτο
touto
TOO-toh
do I.
ποιῶ
poieō
poo-A-oh
Read Full Chapter :
Romans 7
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:17
ଆମ୍ଭର ପାପମୟ ସ୍ବଭାବର ଇଚ୍ଛା ପବିତ୍ର ଆତ୍ମାଙ୍କର ବିରୋଧୀ ଓ ପବିତ୍ର ଆତ୍ମା ପାପମୟ ସ୍ବଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭମାନେେ ପ୍ରକୃତ ରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।
ଯିହୂଦାଙ୍କ ପତ୍ର 1:23
ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।
ଉପଦେଶକ 7:20
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।
ନାହୂମ 1:7
ସଦାପ୍ରଭୁ ସର୍ବମଙ୍ଗଳମଯ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ୟିଏ ତାଙ୍କଠା ରେ ଆଶ୍ରଯ ନିଏ, ସେ ତା'ର ଯତ୍ନ ନିଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:9
ତୁମ୍ଭର ପ୍ ରମେ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:22
ନିଜର ଏହି ଭଳି ବିଶ୍ବାସଗୁଡିକୁ ପରମେଶ୍ବର ଓ ତୁମ୍ଭ ନିଜ ଭିତ ରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ବାସ କରୁଥିବା କର୍ମମାନ କଲା ବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସହେି ଲୋକ ବାସ୍ତବ ରେ ସୁଖୀ ଓ ଧନ୍ଯ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:12
ମୁଁ କହୁ ନାହିଁ ଯେ ପରମେଶ୍ବର ମାେତେ ଯେପରି ହବୋକୁ ଚାହାଁନ୍ତି, ମୁଁ ଠିକ୍ ସପରେି ହାଇେସାରିଛି। ମୁଁ ସହେି ଲକ୍ଷ୍ଯ ସ୍ଥଳ ରେ ଏପର୍ୟ୍ଯନ୍ତ ପହଁଞ୍ଚି ପାରି ନାହିଁ। କିନ୍ତୁ ମୁଁ ମାରେ ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ବାରା ସହେି ଲକ୍ଷ୍ଯ ହାସଲ କରିପାରିବି। ଯୀଶୁ ଖ୍ରୀଷ୍ଟ ଚାହାଁନ୍ତି ଯେ ମୁଁ ସହେି ଲକ୍ଷ୍ଯ ପାଇପା ରେ, ସେଥିପାଇଁ ସେ ମାେତେ ନିଜର କରିଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:19
ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
ଯାକୁବଙ୍କ ପତ୍ 3:2
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।
ଯୋହନଙ୍କ ପ୍ରଥମ ପତ୍ର 1:7
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
ଗୀତସଂହିତା 119:40
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।
ଗୀତସଂହିତା 119:104
ତୁମ୍ଭର ଶିକ୍ଷା ମାେତେ ବୁଦ୍ଧିମାନ କରେ। ତଣେୁ ମୁଁ ସବୁ ମିଥ୍ଯା ଶିକ୍ଷାକୁ ଘୃଣା କରେ।
ଗୀତସଂହିତା 119:113
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ଗୀତସଂହିତା 119:128
ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ଯା ଉପଦେଶକୁ ଘୃଣା କରେ।
ଗୀତସଂହିତା 119:163
ମୁଁ ମିଥ୍ଯାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନହେ କରେ।
ହିତୋପଦେଶ 8:13
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ହିତୋପଦେଶ 13:5
ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।
ଆମୋଷ 5:15
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:16
ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:19
ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।
ଗୀତସଂହିତା 119:32
ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
ପ୍ରଥମ ରାଜାବଳୀ 8:46
ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧ ରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରେତ୍ୟକକ ଲୋକ ପାପ କରନ୍ତି। ତୁମ୍ଭେ ସମାନଙ୍କେ ଉପରେ କୋରଧାନ୍ବିତ ହବେ ଓ ସମାନଙ୍କେୁ ଶତୃମାନଙ୍କ ଦ୍ବାରା ପରାଜିତ କରାଇବ। ସମାନଙ୍କେର ଶତୃ ସମାନଙ୍କେୁ ବନ୍ଦୀକରି ଦୂର ଦେଶକୁ ନଇେଯିବେ।
ଗୀତସଂହିତା 1:6
କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।
ଗୀତସଂହିତା 19:12
କହେି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତଣେୁ ମାେତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
ଗୀତସଂହିତା 36:4
ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।
ଗୀତସଂହିତା 65:3
ଯେତବେେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ଯଧିକ ହୁଏ ଓ ସହି ହୁଏ ନାହିଁ ସେତବେେଳେ ତୁମ୍ଭେ ହିଁ ଏକ ୟିଏ ଆମ୍ଭର ପାପକୁ କ୍ଷମା କରିବ।
ଗୀତସଂହିତା 97:10
ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।
ଗୀତସଂହିତା 101:3
ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।
ଗୀତସଂହିତା 119:1
ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ !
ଲୂକଲିଖିତ ସୁସମାଚାର 11:48
ଏହାଦ୍ବାରା ତୁମ୍ଭମାନେେ ଲୋକଙ୍କୁ ଦେଖଇେ ଦବୋକୁ ଚାହୁଁଛ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦଇେଥିଲେ ଏବଂ ତୁମ୍ଭମାନେେ ତାହାଙ୍କ ପାଇଁ କବର ତିଆରି କରୁଛ।