Romans 7 - BBE (Oriya)
1 Is it not clear, my brothers (I am using an argument to those who have knowledge of the law), that the law has power over a man as long as he is living?ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।
2 For the woman who has a husband is placed by the law under the power of her husband as long as he is living; but if her husband is dead, she is free from the law of the husband.ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।
3 So if, while the husband is living, she is joined to another man, she will get the name of one who is untrue to her husband: but if the husband is dead, she is free from the law, so that she is not untrue, even if she takes another man.କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।
4 In the same way, my brothers, you were made dead to the law through the body of Christ, so that you might be joined to another, even to him who came again from the dead, so that we might give fruit to God.ଠିକ୍ ସହେି ଭଳି, ମାେ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ଯକ୍ତିତ୍ବ ମରିଯାଇଛି ଓ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଶରୀର ମାଧ୍ଯମ ରେ ବ୍ଯବସ୍ଥାରୁ ମୁକ୍ତ ହାଇଯୋଇଛ। ଏବେ ତୁମ୍ଭମାନେେ ଅନ୍ୟ ଜଣକର ଅଟ। ତୁମ୍ଭମାନେେ ମୃତ୍ଯୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ବରଙ୍କ ସବୋ ରେ ନିଯୋଜିତ ହାଇେ ପାରିବା।
5 For when we were in the flesh, the evil passions which came into being through the law were working in our bodies to give the fruit of death.ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।
6 But now we are free from the law, having been made dead to that which had power over us; so that we are servants in the new way of the spirit, not in the old way of the letter.ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।
7 What then is to be said? is the law sin? in no way. But I would not have had knowledge of sin but for the law: for I would not have been conscious of desire if the law had not said, You may not have a desire for what is another's.ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
8 But sin, taking its chance through that which was ordered by the law, was working in me every form of desire: because without the law sin is dead.ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।
9 And there was a time when I was living without the law: but when the law gave its orders, sin came to life and put me to death;ବ୍ଯବସ୍ଥା ଜାଣିବା ପୂର୍ବରୁ, ବ୍ଯବସ୍ଥା ବିନା ମୁଁ ଜୀବିତ ଥିଲା। କିନ୍ତୁ ଯେତବେେଳେ ବ୍ଯବସ୍ଥାର ଆଦେଶ ମାେ ପାଖକୁ ଆସିଲା, ସେତବେେଳେ ପାପ ଜୀବିତ ହେଲା ଓ ପାପ ହତେୁ ଆତ୍ମିକ ଭାବରେ ମୁଁ ମୃତ୍ଯୁ ବରଣ କଲି।
10 And I made the discovery that the law whose purpose was to give life had become a cause of death:ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମାେ ପାଇଁ ଆଜ୍ଞା ଆଣିଲା ମୃତ୍ଯୁ।
11 For I was tricked and put to death by sin, which took its chance through the law.ଏହି ଆଜ୍ଞାକୁ ବ୍ଯବହାର କରି ପାପ ମାେତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମାେତେ ଆତ୍ମିକ ଭାବରେ ମୃତ କରାଇବା ରେ ପାପ ଏହି ଆଜ୍ଞାକୁ ବ୍ଯବହାର କଲା।
12 But the law is holy, and its orders are holy, upright, and good.ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।
13 Was then that which is good, death to me? In no way. But the purpose was that sin might be seen to be sin by working death to me through that which is good; so that through the orders of the law sin might seem much more evil.ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।
14 For we are conscious that the law is of the spirit; but I am of the flesh, given into the power of sin.ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।
15 And I have no clear knowledge of what I am doing, for that which I have a mind to do, I do not, but what I have hate for, that I do.ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।
16 But, if I do that which I have no mind to do, I am in agreement with the law that the law is good.ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।
17 So it is no longer I who do it, but the sin living in me.କିନ୍ତୁ ମୁଁ, ପକୃତ ରେ ଏହି ମନ୍ଦ କମ କରି ନ ଥାଏ। ମାେ ଭିତ ରେ ଥିବା ପାପର ସ୍ବଭାବ ଏହି ସବୁ କାମ କରେ।
18 For I am conscious that in me, that is, in my flesh, there is nothing good: I have the mind but not the power to do what is right.ମୁଁ ଏହା ଜାଣେ ଯେ ମାେ ଭିତ ରେ କିଛି ଭଲ ନାହିଁ। ମାେ କହିବା ଅର୍ଥ ଯେ, ମାରେଶରୀର ରେ କୌଣସି ଭଲ ବିଷୟ ନାହିଁ।
19 For the good which I have a mind to do, I do not: but the evil which I have no mind to do, that I do.ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।
20 But if I do what I have no mind to do, it is no longer I who do it, but the sin living in me.ମୁଁ ମନ୍ଦ କାମ କରେ ଯାହା ମୁଁ କରିବାକୁ ଚା ହେଁ ନାହିଁ। ତାହାର ଅର୍ଥ ମୁଁ ପ୍ରକୃତ ରେ ଏସବୁ କରେ ନାହିଁ। ମାେ ଭିତ ରେ ଥିବା ପାପ ଏହି ସବୁ କାମ କରେ।
21 So I see a law that, though I have a mind to do good, evil is present in me.ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।
22 In my heart I take pleasure in the law of God,ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।
23 But I see another law in my body, working against the law of my mind, and making me the servant of the law of sin which is in my flesh.କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।
24 How unhappy am I! who will make me free from the body of this death?ଏହା ଭୟଙ୍କର ଅଟେ! ମାେତେ ଏହି ଶରୀରରୁ, ଯାହା ମାେ ପାଇଁ ମୁତ୍ଯୁ ଆଣେ, କିଏ ରକ୍ଷା କରିବ? ପରମେଶ୍ବର ମାେତେ ରକ୍ଷା କରିବେ।
25 I give praise to God through Jesus Christ our Lord. So with my mind I am a servant to the law of God, but with my flesh to the law of sin.ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।
Oriya Bible