Romans 8
1 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।
2 ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
3 ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।
4 ବ୍ଯବସ୍ଥା ଆମ୍ଭକୁ ଯେପରି ହବୋ ପାଇଁ ଚା ହେଁ, ସହେି ଭଳି ହବୋ ପାଇଁ ପରମେଶ୍ବର ଏପରି କଲେ।ଆମ୍ଭେ ଏବେ ପାପପୂର୍ଣ ମାନବ ସ୍ବଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନ ଯାପନ କରୁଛୁ।
5 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସବୁବେଳେ ତାହାଙ୍କ ପାପପୂର୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।
6 ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।
7 ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।
8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଦ୍ବାରା ଶାସିତ ସମାନେେ ପରମେଶ୍ବରଙ୍କୁ ଖୁସି କରି ପାରିବେ ନାହିଁ।
9 କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
10 0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।
11 ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।
12 ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।
13 ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।
14 ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।
15 ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
16 ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
17 ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
1 There is therefore now no condemnation to them which are in Christ Jesus, who walk not after the flesh, but after the Spirit.
2 For the law of the Spirit of life in Christ Jesus hath made me free from the law of sin and death.
3 For what the law could not do, in that it was weak through the flesh, God sending his own Son in the likeness of sinful flesh, and for sin, condemned sin in the flesh:
4 That the righteousness of the law might be fulfilled in us, who walk not after the flesh, but after the Spirit.
5 For they that are after the flesh do mind the things of the flesh; but they that are after the Spirit the things of the Spirit.
6 For to be carnally minded is death; but to be spiritually minded is life and peace.
7 Because the carnal mind is enmity against God: for it is not subject to the law of God, neither indeed can be.
8 So then they that are in the flesh cannot please God.
9 But ye are not in the flesh, but in the Spirit, if so be that the Spirit of God dwell in you. Now if any man have not the Spirit of Christ, he is none of his.
10 And if Christ be in you, the body is dead because of sin; but the Spirit is life because of righteousness.
11 But if the Spirit of him that raised up Jesus from the dead dwell in you, he that raised up Christ from the dead shall also quicken your mortal bodies by his Spirit that dwelleth in you.
12 Therefore, brethren, we are debtors, not to the flesh, to live after the flesh.
13 For if ye live after the flesh, ye shall die: but if ye through the Spirit do mortify the deeds of the body, ye shall live.
14 For as many as are led by the Spirit of God, they are the sons of God.
15 For ye have not received the spirit of bondage again to fear; but ye have received the Spirit of adoption, whereby we cry, Abba, Father.
16 The Spirit itself beareth witness with our spirit, that we are the children of God:
17 And if children, then heirs; heirs of God, and joint-heirs with Christ; if so be that we suffer with him, that we may be also glorified together.
Romans 8 in Tamil and English
1 ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।
There is therefore now no condemnation to them which are in Christ Jesus, who walk not after the flesh, but after the Spirit.
2 ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
For the law of the Spirit of life in Christ Jesus hath made me free from the law of sin and death.
3 ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।
For what the law could not do, in that it was weak through the flesh, God sending his own Son in the likeness of sinful flesh, and for sin, condemned sin in the flesh:
4 ବ୍ଯବସ୍ଥା ଆମ୍ଭକୁ ଯେପରି ହବୋ ପାଇଁ ଚା ହେଁ, ସହେି ଭଳି ହବୋ ପାଇଁ ପରମେଶ୍ବର ଏପରି କଲେ।ଆମ୍ଭେ ଏବେ ପାପପୂର୍ଣ ମାନବ ସ୍ବଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନ ଯାପନ କରୁଛୁ।
That the righteousness of the law might be fulfilled in us, who walk not after the flesh, but after the Spirit.
5 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସବୁବେଳେ ତାହାଙ୍କ ପାପପୂର୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।
For they that are after the flesh do mind the things of the flesh; but they that are after the Spirit the things of the Spirit.
6 ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।
For to be carnally minded is death; but to be spiritually minded is life and peace.
7 ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।
Because the carnal mind is enmity against God: for it is not subject to the law of God, neither indeed can be.
8 ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଦ୍ବାରା ଶାସିତ ସମାନେେ ପରମେଶ୍ବରଙ୍କୁ ଖୁସି କରି ପାରିବେ ନାହିଁ।
So then they that are in the flesh cannot please God.
9 କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।
But ye are not in the flesh, but in the Spirit, if so be that the Spirit of God dwell in you. Now if any man have not the Spirit of Christ, he is none of his.
10 0ପାପ ହତେୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହଇେ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି, ତା' ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ଧାର୍ମିକ କରିଛନ୍ତି।
And if Christ be in you, the body is dead because of sin; but the Spirit is life because of righteousness.
11 ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।
But if the Spirit of him that raised up Jesus from the dead dwell in you, he that raised up Christ from the dead shall also quicken your mortal bodies by his Spirit that dwelleth in you.
12 ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।
Therefore, brethren, we are debtors, not to the flesh, to live after the flesh.
13 ଯଦି ତୁମ୍ଭମାନେେ ତୁମ୍ଭ ପାପପୂର୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ଯବହାର କର, ତା ହେଲେ ତୁମ୍ଭମାନେେ ଆତ୍ମିକ ରୂପରେ ମରିୟିବ। କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କୁ ଶରୀର ମାଧ୍ଯମ ରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ଯବହାର କର, ତା' ହେଲେ ତୁମ୍ଭମାନେେ ପ୍ରକୃତ ଜୀବନ ପାଇବ।
For if ye live after the flesh, ye shall die: but if ye through the Spirit do mortify the deeds of the body, ye shall live.
14 ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।
For as many as are led by the Spirit of God, they are the sons of God.
15 ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'
For ye have not received the spirit of bondage again to fear; but ye have received the Spirit of adoption, whereby we cry, Abba, Father.
16 ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
The Spirit itself beareth witness with our spirit, that we are the children of God:
17 ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
And if children, then heirs; heirs of God, and joint-heirs with Christ; if so be that we suffer with him, that we may be also glorified together.