Romans 8:17 ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
Romans 8:17 in Other Translations
King James Version (KJV) And if children, then heirs; heirs of God, and joint-heirs with Christ; if so be that we suffer with him, that we may be also glorified together.
American Standard Version (ASV) and if children, then heirs; heirs of God, and joint-heirs with Christ; if so be that we suffer with `him', that we may be also glorified with `him'.
Bible in Basic English (BBE) And if we are children, we have a right to a part in the heritage; a part in the things of God, together with Christ; so that if we have a part in his pain, we will in the same way have a part in his glory.
Darby English Bible (DBY) And if children, heirs also: heirs of God, and Christ's joint heirs; if indeed we suffer with [him], that we may also be glorified with [him].
World English Bible (WEB) and if children, then heirs; heirs of God, and joint-heirs with Christ; if indeed we suffer with him, that we may also be glorified with him.
Young's Literal Translation (YLT) and if children, also heirs, heirs, indeed, of God, and heirs together of Christ -- if, indeed, we suffer together, that we may also be glorified together.
if
εἰ
ei
ee
And
δὲ
de
thay
children,
τέκνα
teknon
TAY-knone
then
καὶ
kai
kay
heirs;
κληρονόμοι·
klēronomos
klay-roh-NOH-mose
heirs
κληρονόμοι
klēronomos
klay-roh-NOH-mose
of
μὲν
men
mane
God,
θεοῦ
theos
thay-OSE
joint-heirs
συγκληρονόμοι
synklēronomos
syoong-klay-roh-NOH-mose
and
δὲ
de
thay
with Christ;
Χριστοῦ
christos
hree-STOSE
if so be that
εἴπερ
ei per
ee pare
we suffer with
συμπάσχομεν
sympaschō
syoom-PA-skoh
that
ἵνα
hina
EE-na
also
καὶ
kai
kay
we may be glorified together.
συνδοξασθῶμεν
syndoxazō
syoon-thoh-KSA-zoh
Read Full Chapter :
Romans 8
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:7
ଅତଏବ, ତୁମ୍ଭମାନେେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ବରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହାଇେଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:29
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:7
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:6
ସହେି ଗୁପ୍ତ ସତ୍ଯଟି ହେଲା : ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ଯ ପରମେଶ୍ବରଙ୍କ ସମସ୍ତ ବିଷୟର ଅଧିକାରୀ ହବେେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସହେି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବର ଯେ ସମସ୍ତ ପ୍ରତିଜ୍ଞା ଦଇେଅଛନ୍ତି, ସମାନେେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ସହେି ସମସ୍ତର ସହଭାଗୀ ଅଟନ୍ତି। ସୁସମାଚାର ହତେୁରୁ ଅଣଯିହୂଦୀମାନେ ଏହି ସବୁର ଅଧିକାରୀ ଅଟନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:32
ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ଯ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ଯ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ବର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦଇେଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।
ଯୋହନଲିଖିତ ସୁସମାଚାର 17:24
ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:9
ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:17
ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:7
ତୁମ୍ଭମାନଙ୍କଠା ରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭମାନେେ ଆମ୍ଭ ଯାତନା ରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସହେିଭିଳ ଆମ୍ଭମାନଙ୍କର ସାନ୍ତ୍ବନା ରେ ମଧ୍ଯ ତୁମ୍ଭର ଅଂଶ ଅଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:8
ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ଯା ଆମକୁ ଚାପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନକେ ସମୟରେ କ'ଣ କରିବାକୁ ହବେ ତାହା ଆମ୍ଭେ ଜାଣି ପାରୁନାହୁଁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:29
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କବଳେ ପରମେଶ୍ବର ତୁମ୍ଭକୁ ସୁ ଯୋଗ ଦଇେଛନ୍ତିା ତାହା ୟଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ଯ ତୁମ୍ଭମାନଙ୍କୁ ସୁଯୋଗ ଦଇେଛନ୍ତି। ଏହି ଉଭୟ ବିଷୟ ଯୀଶୁଖ୍ରୀଷ୍ଟଙ୍କୁ ଗୌରବନ୍ବିତ କରେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:10
ଅତଏବ ମୁଁ ର୍ଧୈୟ୍ଯପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ବର ଯେତେ ଲୋକଙ୍କୁ ବାଛିଛନ୍ତି, ସମାନଙ୍କେୁ ସାହାୟ୍ଯ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନବୋର କାରଣ ଯେ, ସହେି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ପରିତ୍ରାଣ ପାଇ ପାରିବେ। ସହେି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆ ସେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:14
ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
ପିତରଙ୍କ ପ୍ରଥମ ପତ୍ 1:4
ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
ପିତରଙ୍କ ପ୍ରଥମ ପତ୍ 4:13
ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:7
ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।
ଯୋହନଲିଖିତ ସୁସମାଚାର 12:25
ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 26:18
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:3
ଆମ୍ଭର ପାପପୂର୍ଣ ସ୍ବଭାବ ଦ୍ବରା ବ୍ଯବସ୍ଥା ଶକ୍ତି ହୀନ ହାଇପୋ ରେ। କିନ୍ତୁ ବ୍ଯବସ୍ଥା ଯାହା କରି ପାରି ନଥିଲା, ତାହା ପରମେଶ୍ବର କଲେ। ପରମେଶ୍ବର ନିଜ ପୁତ୍ରକୁ ସଇେ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମ ରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ବର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ଯବହାର କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:29
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:9
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:22
ପାଉଲ, କଫୋ ବା ପିତର ; ଜଗତ ଜୀବନ ବା ମୃତ୍ଯୁ ; ବର୍ତ୍ତମାନ ବା ଭବିଷ୍ଯତ ସମସ୍ତ ହିଁ ତୁମ୍ଭମାନଙ୍କର।
ଯାକୁବଙ୍କ ପତ୍ 2:5
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:21
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।
ମାଥିଉଲିଖିତ ସୁସମାଚାର 25:21
ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
ଲୂକଲିଖିତ ସୁସମାଚାର 24:26
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।
ମାଥିଉଲିଖିତ ସୁସମାଚାର 16:24
ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।
ଲୂକଲିଖିତ ସୁସମାଚାର 22:29
ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।
ଲୂକଲିଖିତ ସୁସମାଚାର 12:32
ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।