Bible

Romans 9 - DBY (Oriya)

1 I say [the] truth in Christ, I lie not, my conscience bearing witness with me in [the] Holy Spirit,ମୁଁ ଖ୍ରୀଷ୍ଟଙ୍କଠା ରେ ଅଛି, ଓ ମୁଁ ସତ୍ଯ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ବାରା ମାରେ ଭାବନା ନିୟନ୍ତ୍ରିତ। ଏହି ଭାବନା ମାେତେ କୁ ହେ ଯେ ମୁଁ ମିଛ କୁ ହେ ନାହିଁ।

2 that I have great grief and uninterrupted pain in my heart,ମାରେ ଅଶଷେ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବଦନୋଗ୍ରସ୍ତ ଅଛି।

3 for I have wished, I myself, to be a curse from the Christ for my brethren, my kinsmen, according to flesh;ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।

4 who are Israelites; whose [is] the adoption, and the glory, and the covenants, and the law-giving, and the service, and the promises;ସମାନେେ ଇଶ୍ରାୟେଲୀୟ ଲୋକ। ସମାନେେ ପରମେଶ୍ବରଙ୍କର ବଛାଯାଇଥୀବା ସନ୍ତାନ। ସମାନଙ୍କେ ପାଖ ରେ ପରମେଶ୍ବରଙ୍କ ମହିମା ଅଛି ଓ ସମାନେେ ପରମେଶ୍ବର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ବର ସମାନଙ୍କେୁ ମାଶାଙ୍କେ ବ୍ଯବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦଇେଛନ୍ତି। ପରମେଶ୍ବର ସମାନଙ୍କେୁ ତାଙ୍କର ପ୍ରତି ଶ୍ରୁତିମାନ ଦଇେଛନ୍ତି।

5 whose [are] the fathers; and of whom, as according to flesh, [is] the Christ, who is over all, God blessed for ever. Amen.ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

6 Not however as though the word of God had failed; for not all [are] Israel which [are] of Israel;ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।

7 nor because they are seed of Abraham [are] all children: but, In Isaac shall a seed be called to thee.ଅବ୍ରାହମଙ୍କ କବଳେ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ବର କହିଥୀଲେ: ଇସ୍ହାସ ଦ୍ବାରା ତୁମ୍ଭର ବିଧୀ ସଂଗତ ବଂଶବୃଦ୍ଦି ହବେ।

8 That is, [they that are] the children of the flesh, these [are] not the children of God; but the children of the promise are reckoned as seed.ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ ନୁହଁନ୍ତି। କବଳେ ଯେଉଁମାନେ ପରମେଶ୍ବରଙ୍କ ପ୍ରତିଜ୍ଞା ଦ୍ବାରା ପରମେଶ୍ବରଙ୍କ ସନ୍ତାନ ହଇେଥିଲେ ସହେିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ।

9 For this word [is] of promise, According to this time I will come, and there shall be a son to Sarah.ପରମେଶ୍ବରଙ୍କ ପ୍ରତିଜ୍ଞା ଏହିପରି ଥିଲା: ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫରେିବି ଓ ସାରା ପୁତ୍ର ଜନ୍ମ କରିବ।

10 And not only [that], but Rebecca having conceived by one, Isaac our father,କବଳେ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ୟିସ୍ହାଙ୍କ ଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।

11 [the children] indeed being not yet born, or having done anything good or worthless (that the purpose of God according to election might abide, not of works, but of him that calls),ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।

12 it was said to her, The greater shall serve the less:ପରମେଶ୍ବରଙ୍କ ମ ନୋନୟନ ତାହାଙ୍କ ଯଜେନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥୀଲେ ସହେି କାରଣରୁ ହେଲା।

13 according as it is written, I have loved Jacob, and I have hated Esau.ଶାସ୍ତ୍ର କୁ ହେ: ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।

14 What shall we say then? [Is there] unrighteousness with God? Far be the thought.ତା' ହେଲେ ଏ ବିଷୟ ରେ ଆମ୍ଭେ କଣ କହିବା? କ'ଣ ପରମେଶ୍ବର ଅନ୍ଯାଯୀ?

15 For he says to Moses, I will shew mercy to whom I will shew mercy, and I will feel compassion for whom I will feel compassion.ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ବର ମାଶାଙ୍କେୁ କହିଥୀଲେ, ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦଖାଇବୋ। ଆମ୍ଭେ ଯାହାକୁ କରୁଣା ଦଖାଇବୋ ପାଇଁ ଇଛା କରିବା ଆମ୍ଭେ ତାହାକୁ କରୁଣା ଦଖାଇବୋା

16 So then [it is] not of him that wills, nor of him that runs, but of God that shews mercy.ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।

17 For the scripture says to Pharaoh, For this very thing I have raised thee up from amongst [men], that I might thus shew in thee my power, and so that my name should be declared in all the earth.ଧର୍ମଶାନ୍ତ୍ର ରେ ଯେପରି ପରମେଶ୍ବର ଫାରୋକୁ କହନ୍ତି: ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦେଶ୍ଯ ପାଇଁ ତୁମ୍ଭକୁ ରାଜା କରିଛୁ, ୟଦ୍ବାରା ତୁମ୍ଭ ମାଧ୍ଯମ ରେ ଆମ୍ଭେ ଆପଣା ଶକ୍ତି ଦଖାଇେ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ବ ରେ ଘୋଷିତ ହେଉ ବୋଲ ଆମ୍ଭ ଇଚ୍ଛା।

18 So then, to whom he will he shews mercy, and whom he will he hardens.ଅତଏବ ଯେଉଁମାନଙ୍କୁ ପରମେଶ୍ବର ଦୟା ଦଖାଇବୋକୁ ଚାହାନ୍ତି ସମାନଙ୍କେୁ ସେ ଦୟା ଦଖାେନ୍ତି ଓ ଯେଉଁ ମାନଙ୍କୁ ସେ କଠାେର କରିବାକୁ ଚାହାଁନ୍ତି, ସମାନଙ୍କେୁ ସେ କଠାେର କରନ୍ତି।

19 Thou wilt say to me then, Why does he yet find fault? for who resists his purpose?ତା ହେଲେ ତୁମ୍ଭେ ମାେତେ ପ୍ରଶ୍ନ କରି ପାର ଯେ ସେ ଆମ୍ଭର ଦୋଷ କାହିଁକି ଧରନ୍ତି?

20 Aye, but thou, O man, who art *thou* that answerest again to God? Shall the thing formed say to him that has formed it, Why hast thou made me thus?ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?

21 Or has not the potter authority over the clay, out of the same lump to make one vessel to honour, and another to dishonour?କୁମ୍ଭାରର ଅଧୀକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନଇେ ବିଶଷେ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।

22 And if God, minded to shew his wrath and to make his power known, endured with much long-suffering vessels of wrath fitted for destruction;ଠିକ୍ ସହେିଭଳି ପରମେଶ୍ବର ମଧ୍ଯ ନିଜର କୋରଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଚାହିଁଥୀଲେ। ସେ ଖୁବ୍ ଧୈୟ୍ଯର ସହିତ ତାହାଙ୍କ କୋର୍ଧ ଓ ବିନାଶ ପାତ୍ରମାନଙ୍କୁ ସହି ନଇେଥୀଲେ।

23 and that he might make known the riches of his glory upon vessels of mercy, which he had before prepared for glory,ପରମେଶ୍ବର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦଖାଇବୋ ଲାଗି ର୍ଧୈୟ୍ଯପୂର୍ବକ ଅପେକ୍ଷା କରିଥୀଲେ।

24 us, whom he has also called, not only from amongst [the] Jews, but also from amongst [the] nations?ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।

25 As he says also in Hosea, I will call not-my-people My people; and the-not-beloved Beloved.ଆମ୍ଭେ ମାନେ ସହେି ଲୋକ। ପରମେଶ୍ବର କବଳେ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣ ଯିହୂଦୀମାନଙ୍କ ଭିତରୁ ମଧ୍ଯ ଆମ୍ଭ ମାନଙ୍କୁ ଡାକିଲେ। ହାେେଶୟ ପୁସ୍ତକରେ ଏହିପରି ଲଖାେ ଅଛି:

26 And it shall be, in the place where it was said to them, *Ye* [are] not my people, there shall they be called Sons of [the] living God.ଏବଂ ଯେଉଁ ସ୍ଥାନ ରେ ପରମେଶ୍ବର କହିଥୀଲେ, 'ତୁମ୍ଭମାନେେ ଆମ୍ବ ଲୋକ ନୁହଁ'- ସହେି ସ୍ଥାନ ରେ ସମାନେେ ଜୀବିତ ପରମେଶ୍ବରଙ୍କ ସନ୍ତାନ ବୋଲାଇବେ। ହାେେଶୟ 1:10

27 But Esaias cries concerning Israel, Should the number of the children of Israel be as the sand of the sea, the remnant shall be saved:ଏବଂ ଇଶ୍ରାୟେଲ ବିଷୟ ରେ ୟିଶାଇୟ ଘାଷେଣା କରି କୁହନ୍ତି:

28 for [he] is bringing the matter to an end, and [cutting [it] short in righteousness; because] a cutting short of the matter will [the] Lord accomplish upon the earth.କାରଣ ପ୍ରଭୁ ନିଜ ନ୍ଯାୟ ବଳ ରେ ବିଚାର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରି ଦବେେ।

29 And according as Esaias said before, Unless [the] Lord of hosts had left us a seed, we had been as Sodom, and made like even as Gomorrha.ୟିଶାଇୟ ଆହୁରି ମଧ୍ଯ କହିଥିଲେ:

30 What then shall we say? That [they of the] nations, who did not follow after righteousness, have attained righteousness, but [the] righteousness that is on the principle of faith.ତା' ହେଲେ ଏସବୁର ଅର୍ଥ କ'ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ବରଙ୍କ ପାଇଁ ଧାର୍ମିକ ହବୋ ପାଇଁ ଯତ୍ନ ଶୀଳ ନୁହଁନ୍ତି। କିନ୍ତୁ ସମାନେେ ପରମେଶ୍ବରଙ୍କ ଦ୍ବାରା ନିଜ ବିଶ୍ବାସ ହତେୁ ଧାର୍ମିକ ହେଲେ।

31 But Israel, pursuing after a law of righteousness, has not attained to [that] law.ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।

32 Wherefore? Because [it was] not on the principle of faith, but as of works. They have stumbled at the stumblingstone,କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।

33 according as it is written, Behold, I place in Zion a stone of stumbling and rock of offence: and he that believes on him shall not be ashamed.ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:

Oriya Bible