Base Word
γαστήρ
Short Definitionthe stomach; by analogy, the matrix; figuratively, a gourmand
Long Definitionthe belly
Derivationof uncertain derivation
Same as
International Phonetic Alphabetɣɑˈster
IPA modɣɑˈste̞r
Syllablegastēr
Dictionga-STARE
Diction Modga-STARE
Usagebelly, + with child, womb

Matthew 1:18
ଯୀଶୁଖ୍ରୀଷ୍ଟଙ୍କ ମାଆ ଥିଲେ ମରିୟମ। ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହିଭଳି ହାଇେଥିଲା। ମରିୟମଙ୍କର ଯୋଷଫଙ୍କେ ସହିତ ବିବାହ ସ୍ଥିର ହାଇେଥିଲା। କିନ୍ତୁ ବିବାହ ପୂର୍ବରୁ ଜଣା ପଡିଲା ଯେ, ମରିୟମ ପବିତ୍ର ଆତ୍ମାଙ୍କ ଶକ୍ତି ବଳ ରେ ଗର୍ଭବତୀ ହାଇେଛନ୍ତି।

Matthew 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)

Matthew 24:19
ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳ ରେ ଶିଶୁଟିଏ ଥିବ ସମାନେେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।

Mark 13:17
ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।

Luke 1:31
ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।

Luke 21:23
ଗର୍ଭବତୀ ସ୍ତ୍ରୀ ଓ କୋଳ ରେ େଛାଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସହେି ଦିନଗୁଡିକ ଅତ୍ଯନ୍ତ ଭୟାନକ ହବେ। କାରଣ ସହେି ଦିନମାନଙ୍କ ରେ ଏହି ଦେଶ ଉପରକୁ ବହୁତ ବିପଦ ମାଡି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ବର କୋରଧ କରିବେ।

1 Thessalonians 5:3
ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।

Titus 1:12
ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି : କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।

Revelation 12:2
ସହେି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବଦନୋ ରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହାଇଯୋଇଥିଲା।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்