Base Word
δῆλος
Short Definitionclear
Long Definitionclear, evident, manifest
Derivationof uncertain derivation
Same as
International Phonetic Alphabetˈðe.los
IPA modˈðe̞.lows
Syllabledēlos
DictionTHAY-lose
Diction ModTHAY-lose
Usage+ bewray, certain, evident, manifest

Matthew 26:73
କିଛି ସମୟ ପରେ ସଠାେରେ ଠିଆ ହାଇେଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ। ଏକଥା ତୁମ୍ଭ କହିବା ଢ଼ଙ୍ଗରୁ ଜଣା ପଡୁଛି।

1 Corinthians 15:27
ଶାସ୍ତ୍ର କୁ ହେ : ପରମେଶ୍ବର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି। ଯେତବେେଳେ ଏହା କୁ ହେ ଯେ, ସେ ସମସ୍ତ ବିଷୟ ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ବର ନିଜେ ପ୍ରେତ୍ୟକକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସହେି ସବୁ ରେ ପରମେଶ୍ବର ଅନ୍ତର୍ଗତ ନୁହଁନ୍ତି।

Galatians 3:11
ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ଯବସ୍ଥା ପାଳନ ଦ୍ବାରା ପରମେଶ୍ବରଙ୍କଠା ରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କ ହେ : ବିଶ୍ବାସକୁ ଆଧାର କରି ଧାର୍ମିକ ବ୍ଯକ୍ତି ସଦାକାଳ ପାଇଁ ଜୀବିତ ରହିବ।274

1 Timothy 6:7
ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତବେେଳେ ଆମ୍ଭେ ମରିୟିବା ଏଠାରୁ କିଛି ନଇେ ଯାଇ ପାରିବା ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்