Base Word | |
διάβολος | |
Short Definition | a traducer; specially, Satan (compare H7854) |
Long Definition | prone to slander, slanderous, accusing falsely |
Derivation | from G1225 |
Same as | H7854 |
International Phonetic Alphabet | ðiˈɑ.βo.los |
IPA mod | ðiˈɑ.vow.lows |
Syllable | diabolos |
Diction | thee-AH-voh-lose |
Diction Mod | thee-AH-voh-lose |
Usage | false accuser, devil, slanderer |
Matthew 4:1
ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।
Matthew 4:5
ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।
Matthew 4:8
ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.
Matthew 4:11
ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
Matthew 13:39
ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।
Matthew 25:41
ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।
Luke 4:2
ସଠାେରେ ଶୟତାନ ଚାଳିଶ ଦିନ ପର୍ୟ୍ଯନ୍ତ ତାହାଙ୍କର ପରୀକ୍ଷା ନଲୋ। ସହେି ଦିନମାନଙ୍କ ରେ ଯୀଶୁ କିଛି ନଖାଇ ନପିଇ ରହିଲେ। ସହେି ଦିନତକ ସରିୟିବା ପରେ ଯୀଶୁଙ୍କୁ ବଡ ଭୋକ ଲାଗିଲା।
Luke 4:3
ଶୟତାନ ଯୀଶୁଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ସନ୍ତାନ ତବେେ ଏହି ପଥରଟିକୁ କୁହ, ସେ ରୋଟୀ ହାଇଯୋଉ।
Luke 4:5
ତା'ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନଇଯାେଇ କ୍ଷଣକ ମଧିଅରେ ସାରା ସଂସାରର ସମସ୍ତ ରାଜ୍ଯ ଦଖାଇେ ଦଲୋ।
Luke 4:6
ଶୟତାନ ଯୀଶୁଙ୍କୁ କହିଲା, ମୁଁ ଏହିସବୁ ରାଜ୍ଯ ଏବଂ ସମାନଙ୍କେର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦଇେ ଦବେି। ସଗେୁଡିକୁ ମାେତେ ଦିଆ ଯାଇଛି। ମୁଁ ଯାହାକୁ ଚାହିଁବି, ତାହାକୁ ଏ ସମସ୍ତ ଦଇପୋରିବି।
Occurences : 38
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்