Base Word | |
αἰγιαλός | |
Short Definition | a beach (on which the waves dash) |
Long Definition | the shore of the sea, the beach |
Derivation | from aisso (to rush) and G0251 (in the sense of the sea) |
Same as | G0251 |
International Phonetic Alphabet | ɛ.ɣi.ɑˈlos |
IPA mod | e.ʝi.ɑˈlows |
Syllable | aigialos |
Diction | eh-gee-ah-LOSE |
Diction Mod | ay-gee-ah-LOSE |
Usage | shore |
Matthew 13:2
ତାହାଙ୍କ ଚାରିପଟେ ବହୁତ ଲୋକ ଜମା ହାଇଗେଲେ। ତେଣୁ ଯୀଶୁ ଗୋଟିଏ ଡଙ୍ଗା ଭିତରକୁ ଉଠିଗଲେ ଓ ସଠାେରେ ଯାଇ ବସିଲେ। ସବୁ ଲୋକ କୂଳ ରେ ରହିଲେ।
Matthew 13:48
ଯେତବେେଳେ ଜାଲଟି ମାଛ ରେ ଭର୍ତ୍ତି ହାଇଗେଲା, କେଉଟମାନେ ଜାଲକୁ କୂଳକୁ ଟାଣି ଆଣିଲେ। ସମାନେେ ବସି ପଡି ଭଲ ଭଲ ମାଛ ବାଛି ଟୋକଇେ ରେ ଭର୍ତ୍ତି କଲେ ଓ ଖରାପ ମାଛତକ ଫୋପାଡି ଦେଲେ।
John 21:4
ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳ ରେ ଠିଆ ହାଇେଥିଲେ। କିନ୍ତୁ ଶିଷ୍ଯମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନଥିଲେ।
Acts 21:5
ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
Acts 27:39
ଦିନ ହେଲା, ମାତ୍ର ନାବିକମାନେ ସହେି ସ୍ଥାନଟି ଚ଼ିହ୍ନି ପାରିଲେ ନାହିଁ। ସମାନେେ ଗୋଟିଏ ଉପସାଗର କୂଳ ରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସହେି କୂଳ ରେ ଜାହାଜ ଲଗଇବୋ ପାଇଁ ସ୍ଥିର କଲେ।
Acts 27:40
ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்