Base Word
διακονέω
Short Definitionto be an attendant, i.e., wait upon (menially or as a host, friend, or (figuratively) teacher); technically, to act as a Christian deacon
Long Definitionto be a servant, attendant, domestic, to serve, wait upon
Derivationfrom G1249
Same asG1249
International Phonetic Alphabetði.ɑ.koˈnɛ.o
IPA modði.ɑ.kowˈne̞.ow
Syllablediakoneō
Dictionthee-ah-koh-NEH-oh
Diction Modthee-ah-koh-NAY-oh
Usage(ad-)minister (unto), serve, use the office of a deacon

Matthew 4:11
ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

Matthew 8:15
ଯୀଶୁ ତାହାଙ୍କୁ ଛୁଇଁ ଦେଲେ, ଓ ତାହାଙ୍କର ଜ୍ବର ଛାଡିଗଲା। ତାପରେ ସେ ଉଠି ଯୀଶୁଙ୍କ ସବୋ କରିବାକୁ ଲାଗିଲେ।

Matthew 20:28
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

Matthew 20:28
ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

Matthew 25:44
ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?

Matthew 27:55
କିଛି ଦୁର ରେ ଅନକେ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନବୋ ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ।

Mark 1:13
ଯୀଶୁ ସଠାେରେ ଚାଳିଶ ଦିନ ପର୍ୟ୍ଯନ୍ତ ଉପବାସ ପାର୍ଥନା ସହିତ ରହିଲେ। ସଠାେରେ ସେ ଶୟତାନ ଦ୍ବାରା ପରୀକ୍ଷିତ ହେଲେ। ତା'ପରେ ସ୍ବର୍ଗଦୂତମାନେ ଆସି ଯୀଶୁଙ୍କର ସବୋ କଲେ।

Mark 1:31
ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।

Mark 10:45
ସହେିଭଳି ମନୁଷ୍ଯ ପୁତ୍ର ଅନ୍ୟ ଠାରୁ ସବୋ ପାଇବା ପାଇଁ ଆସି ନାହାଁନ୍ତି, ବରଂ ସେ ସବୋ କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦବୋ ପାଇଁ ଆସିଛନ୍ତି।

Mark 10:45
ସହେିଭଳି ମନୁଷ୍ଯ ପୁତ୍ର ଅନ୍ୟ ଠାରୁ ସବୋ ପାଇବା ପାଇଁ ଆସି ନାହାଁନ୍ତି, ବରଂ ସେ ସବୋ କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦବୋ ପାଇଁ ଆସିଛନ୍ତି।

Occurences : 37

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்