Base Word
δυσμή
Short Definitionthe sun-set, i.e., (by implication) the western region
Long Definitionthe setting of the sun
Derivationfrom G1416
Same asG1416
International Phonetic Alphabetðyˈsme
IPA modðjuˈsme̞
Syllabledysmē
Dictionthoo-SMAY
Diction Modthyoo-SMAY
Usagewest

Matthew 8:11
ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।

Matthew 24:27
ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।

Luke 12:54
ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନେେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, 'ଝଡବର୍ଷା ଆସୁଛି' ତା'ପରେ ତାହାହିଁ ହୁଏ।

Luke 13:29
ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ଖାଇବାକୁ ବସିବେ।

Revelation 21:13
ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்