Base Word
αἰτέω
Short Definitionto ask (in genitive case)
Long Definitionto ask, beg, call for, crave, desire, require
Derivationof uncertain derivation
Same asG4441
International Phonetic Alphabetɛˈtɛ.o
IPA modeˈte̞.ow
Syllableaiteō
Dictioneh-TEH-oh
Diction Moday-TAY-oh
Usageask, beg, call for, crave, desire, require

Matthew 5:42
ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।

Matthew 6:8
ଏଣୁ ତୁମ୍ଭେ ସମାନଙ୍କେ ଭଳି ହୁଅନାହିଁ। କାରଣ ତୁମ୍ଭେ ତୁମ୍ଭର ପରମପିତାଙ୍କୁ କିଛି ମାଗିବା ପୂର୍ବରୁ ସେ ତୁମ୍ଭମାନଙ୍କର ପ୍ରୟୋଜନୀୟ ବିଷୟ ଜାଣନ୍ତି।

Matthew 7:7
ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

Matthew 7:8
କାରଣ ଯେଉଁଲୋକ ମାଗୁଥାଏ, ସେ ପାଏ। ଯେଉଁଲୋକ ଖାଜେୁଥାଏ, ସେ ପାଏ ଓ ଯାଉଁ ଲୋକ ଦ୍ବାର ଠକ୍ ଠକ୍ କରୁଥାଏ, ତା ପାଇଁ କବାଟ ଲିଯାଏ।

Matthew 7:9
'ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ ତୁମ୍ଭେ କଣ ତାକୁ ପଥରଟିଏ ଦବେ।

Matthew 7:10
ପୁଅ ମାଛଟିଏ ମାଗିଲେ, ତୁମ୍ଭେ କ'ଣ ତାକୁ ସାପଟିଏ ଦବେ? ନା! ତୁମ୍ଭେ ଦବନୋହିଁ?

Matthew 7:11
ଏପରିକି ତୁମ୍ଭେ ମନ୍ଦ ଲୋକ ହାଇେ ମଧ୍ଯ ପିଲାମାନଙ୍କୁ କିଭଳି ଭଲ ଉପହାର ଦବୋକୁ ହୁଏ, ତାହା ତୁମ୍ଭେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ଦବେେ!

Matthew 14:7
ତେଣୁ ସେ ଶପଥ ପୂର୍ବକ େ ହରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, ତୁମ୍ଭେ ଯାହା କିଛି ମାଗିବ, ତାହା ତୁମ୍ଭକୁ ଦିଆୟିବ।

Matthew 18:19
ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ।

Matthew 20:20
ତା'ପରେ ଜବଦେୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସମାନଙ୍କେର ମାଆ ଯୀଶୁଙ୍କୁ ପ୍ରଣାମ କଲେ। ସେ ସମାନଙ୍କେ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।

Occurences : 71

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்