Base Word
ἕνεκα
Short Definitionon account of
Long Definitionon account of, for the sake of, for
Derivationof uncertain affinity
Same as
International Phonetic Alphabetˈhɛn.ɛ.kɑ
IPA modˈe̞n.e̞.kɑ
Syllableheneka
DictionHEN-eh-ka
Diction ModANE-ay-ka
Usagebecause, for (cause, sake), (where-)fore, by reason of, that

Matthew 5:10
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।

Matthew 5:11
ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।

Matthew 10:18
ତୁମ୍ଭେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆୟିବ। ଅଣଯିହୂଦୀ ତଥା ସମାନଙ୍କେ ଆଗ ରେ ତୁମ୍ଭେ ମାେ ବିଷୟ ରେ ସାକ୍ଷୀ ହବେ।

Matthew 10:39
ଯେଉଁ ଲୋକ ମାେ ଅପେକ୍ଷା ତା ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇ ବସିବ। କିନ୍ତୁ ଯେଉଁ ଲୋକ ମାେ ସକାେଶ ଜୀବନ ହରାଏ, ସେ ବାସ୍ତବ ଜୀବନ ପାଇପାରିବ।

Matthew 16:25
ଯେଉଁ ଲୋକ ତା ନିଜ ଜୀବନ ରକ୍ଷା କରିବାକୁ ଚାହୁଁଥିବ, ସେ ଏହାକୁ ହ ରଇେ ବସିବ। ମାେ ପାଇଁ ଜୀବନ ଦେଉଥିବା ପ୍ରେତ୍ୟକକ ଲୋକ ଏହାକୁ ରକ୍ଷା କରିବ।

Matthew 19:5
ପରମେଶ୍ବର କହିଲେ, 'ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହବେ, ଏବଂ ସେ ଦୁଇଜଣ ଏକ ହାଇଯେିବେ।'

Matthew 19:29
ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।

Mark 8:35
କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଚାହିଁବ, ସେ ତାହା ହରାଇବ। ଯେଉଁ ଲୋକ ମାେ ପାଇଁ ଓ ସୁସମାଚାର ପାଇଁ ନିଜ ଜୀବନ ତ୍ଯାଗ କରିବ, ସେ ତା' ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।

Mark 10:7
ଏଣୁ ଜଣେ ପୁରୁଷ ନିଜ ବାପାମାଆଙ୍କୁ ଛାଡି ନିଜ ସ୍ତ୍ରୀ ସହିତ ମିଳିତ ହବେ

Mark 10:29
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେ ମାେ ପାଇଁ ଓ ସୁସମାଚାର ପାଇଁ ଘରଦ୍ବାର, ଭାଇ-ଭଉଣୀ, ବାପା-ମାଆ, ପିଲାଛୁଆ ଓ ଜମିବାଡି ଛାଡି ଦଇେ ପାରିଛି,

Occurences : 25

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்