Base Word
ἡλικία
Short Definitionmaturity (in years or size)
Long Definitionage, time of life
Derivationfrom the same as G2245
Same asG2245
International Phonetic Alphabethe.liˈki.ɑ
IPA mode̞.liˈki.ɑ
Syllablehēlikia
Dictionhay-lee-KEE-ah
Diction Moday-lee-KEE-ah
Usageage, stature

Matthew 6:27
ତୁମ୍ଭ ଭିତ ରେ ଏପରି କହେି ନାହିଁ, ଯକେି ଚିନ୍ତାଗ୍ରସ୍ତ ହାଇେ ନିଜ ଜୀବନ କାଳ ସହିତ ଘଡିଏ ହେଲେ ସମୟ ଯୋଗ କରି ପାରିବ।

Luke 2:52
ଯୀଶୁ ଜ୍ଞାନ ରେ, ଶରୀର ରେ ଏବଂ ପରମେଶ୍ବର ଓ ମନୁଷ୍ଯମାନଙ୍କ ଅନୁଗ୍ରହ ରେ ବଢିବାକୁ ଲାଗିଲେ।

Luke 12:25
ତୁମ୍ଭମାନଙ୍କ ଭିତ ରେ କ'ଣ ଏପରି କିଏ ଅଛି, ଯେ କି ଏଗୁଡିକ ପାଇଁ ବ୍ଯସ୍ତ ହବୋ ଦ୍ବାରା ନିଜ ପରମାଯୁ ରେ ଆଉ ଘଡିଏ ସମୟ ୟୋଡି ପାରିବ?

Luke 19:3
ସେ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଆହୁରି ମଧ୍ଯ ଅନକେ ଲୋକ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତ ରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନଥିଲା।

John 9:21
କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତାର ଦୃଷ୍ଟିଶକ୍ତି ଦଲୋ। ତାହା ଆମ୍ଭେ ଜାଣିନାହୁଁ। ତାକୁ ପଚାର। ନିଜ କଥା ନିଜେ କହିବା ପାଇଁ ତାର ବୟସ ହେଲାଣି।

John 9:23
ତେଣୁ ତାର ପିତାମାତା କହିଲେ, ତା'ର ୟଥେଷ୍ଟ ବୟସ ହାଇେଛି। ତାକୁ ପଚାର।

Ephesians 4:13
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।

Hebrews 11:11
ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்