Base Word
Ἡρωδιάς
Literalheroic
Short DefinitionHerodias, a woman of the Heodian family
Long Definitiondaughter of Aristobulus and granddaughter of Herod the Great
Derivationfrom G2264
Same asG2264
International Phonetic Alphabethe.ro.ðiˈɑs
IPA mode̞.row.ðiˈɑs
Syllablehērōdias
Dictionhay-roh-thee-AS
Diction Moday-roh-thee-AS
UsageHerodias

Matthew 14:3
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।

Matthew 14:6
ହରେୋଦଙ୍କ ଜନ୍ମ ଦିନ ଅବସର ରେ େ ହରୋଦିଆଙ୍କ ଝିଅ, ହରେୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗ ରେ ନାଚିଲା। ଏଥି ରେ େ ହରୋଦ ବହୁତ ମୁଗ୍ଧ ହାଇଗେଲେ।

Mark 6:17
ନିଜେ େ ହରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ଯମାନଙ୍କୁ ଆଦେଶ ଦଇେଥିଲେ। ଯୋହନଙ୍କୁ କାରାଗାର ରେ ରଖାଯାଇଥିଲା। େ ହରୋଦ ତାହାଙ୍କ ସ୍ତ୍ରୀ େ ହରୋଦିଆଙ୍କୁ ଖୁସି କରିବା ପାଇଁ ଏହା କରିଥିଲେ। ପ୍ରଥମେ େ ହରୋଦିଆ େ ହରୋଦଙ୍କ ଭାଇ ଫିଲିପ୍ସଙ୍କ ସ୍ତ୍ରୀ ଥିଲେ। ପରେ େ ହରୋଦ ତାହାଙ୍କୁ ବିବାହ କରିଥିଲେ।

Mark 6:19
ତେଣୁ େ ହରୋଦିଆ ଯୋହନଙ୍କୁ ଶତୃ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ଯା କରିବାକୁ ଚାହୁଁଥିଲେ। କିନ୍ତୁ ସେ ଏଥିପାଇଁ ହରେୋଦଙ୍କୁ ପ୍ରବର୍ତ୍ତାଇବା ରେ ଅସଫଳ ହାଇେଥିଲେ।

Mark 6:22
ହରୋଦିଙ୍କ ଝିଅ ଭିତରକୁ ଆସି ନାଚିଲା। ତା ନାଚ ରେ ଅତିଥିଗଣ ଓ ନିଜେ େ ହରୋଦ ବହୁତ ଖୁସି ହେଲେ।

Luke 3:19
ସାମନ୍ତରାଜା ହରେୋଦ ନିଜ ଭାଇର ସ୍ତ୍ରୀ େ ହରୋଦିଆଙ୍କ ସହିତ ଅନୁଚିତ ସମ୍ପର୍କ ରଖିଥିବାରୁ ଓ ଅନ୍ୟ କେତକେ ଖରାପ କାମ କରିଥିବାରୁ ଯୋହନ ତାହାଙ୍କୁ ସମାଲୋଚନା କଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்