Matthew 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
Matthew 6:20
ବରଂ ନିଜ ପାଇଁ ସ୍ବର୍ଗ ରେ ଧନ ସଞ୍ଚୟ କର। ସଠାେରେ ତାକୁ ପୋକ କି କଳଙ୍କ ନଷ୍ଟ କରି ପାରିବ ନାହିଁ। ସଠାେରେ ଚୋର ବି ସିନ୍ଧି କାଟି ସହେିଧନ ଗ୍ଭରୋଇ କରି ନଇେ ପାରିବ ନାହିଁ।
Luke 12:21
ଯେଉଁଲୋକ କବଳେ ନିଜ ପାଇଁ ଅନକେ ପଦାର୍ଥ ସାଇତି କରି ରେଖ, ତା ହେ ପ୍ରତି ଏହିଭଳି ଘଟିବ। ପରମେଶ୍ବରଙ୍କ ଦୃଷ୍ଟି ରେ ସହେିଲୋକ ଆଦୌ ଧନୀ ନୁହେଁ।'
Romans 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
1 Corinthians 16:2
ପ୍ରେତ୍ୟକକ ସପ୍ତାହର ପ୍ରଥମ ଦିନ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜ ଆୟ ଅନୁଯାଯୀ ଯେତିକି ସମ୍ଭବ ନିଶ୍ଚୟ ସଞ୍ଚୟ କର। ତୁମ୍ଭମାନେେ ଏହାକୁ ଗୋଟିଏ ବିଶଷେ ସ୍ଥାନ ରେ ରଖି ଥାଅ। ଏପରି କଲେ, ମୁଁ ତୁମ୍ଭମାନଙ୍କ ପାଖ ରେ ପହଁଚିଲା ପରେ ତୁମ୍ଭମାନଙ୍କୁ ସଂଗ୍ରହ କରିବାକୁ ପଡ଼ିବ ନାହିଁ।
2 Corinthians 12:14
ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ୟିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ହବେି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତି ବଦଳ ରେ ମୁଁ ତୁମ୍ଭମାନଙ୍କୁ ଚା ହେଁ। ସନ୍ତାନମାନଙ୍କର ନିଜ ମାତାପିତା ଲାଗି କୌଣସି ସଞ୍ଚୟର ଆବଶ୍ଯକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି।
James 5:3
ତୁମ୍ଭର ସୁନା ଓ ରୂପା ରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହାଇେ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ୟ୍ଯ କରିଛ। ସହେି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦବେ। ଶଷଦେିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।
2 Peter 3:7
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்