Base Word
Καισάρεια
Literalsevered
Short DefinitionCaesaria, the name of two places in Palestine
Long Definitionthe city of Caesarea of Philippi, situated at the foot of Lebanon near the sources of the Jordan in Gaulanitis
Derivationfrom G2541
Same asG2541
International Phonetic Alphabetkɛˈsɑ.ri.ɑ
IPA modkeˈsɑ.ri.ɑ
Syllablekaisareia
Dictionkeh-SA-ree-ah
Diction Modkay-SA-ree-ah
UsageCaesarea

Matthew 16:13
ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?

Mark 8:27
ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ଯମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକେ କ'ଣ କହୁଛନ୍ତି?

Acts 8:40
କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗର ରେ ଦଖାଦେେଲେ ଓ କାଇସରୀଆ ନଗରକୁ ୟିବା ବାଟରେ ସବୁ ସହର ରେ ଲୋକମାନଙ୍କୁ ସୁସମାଚ଼ାର ପ୍ରଚ଼ାର କରି ଚ଼ାଲିଲେ।

Acts 9:30
ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇ ଦେଲେ।

Acts 10:1
କାଇସରୀଆ ନଗର ରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ଯବାହିନୀର ଏକ ବିଭାଗ ରେ ପଦାଧିକାରୀ ଥିଲେ।

Acts 10:24
ତହିଁ ଆରଦିନ ସେ କାଇସରୀଆ ନଗର ରେ ପହନ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଠ ବନ୍ଧୁମାନଙ୍କୁ ଡ଼କଇେ ସମାନଙ୍କେ ଅପେକ୍ଷା ରେ ଥିଲେ।

Acts 11:11
ଠିକ୍ ସହେି ସମୟରେ ତିନିଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସମାନଙ୍କେୁ କାଇସରୀଆରୁ ମାେ ପାଖକୁ ପଠାଯାଇଥିଲା।

Acts 12:19
େ ହରୋଦ ତାହାଙ୍କୁ ଖାଜେିଲେ, କିନ୍ତୁ ପାଇଲେ ନାହିଁ। ତା'ପରେ ସେ ଜଗୁଆଳୀମାନଙ୍କୁ ପଚ଼ରା ଉଚ଼ରା କରିସାରି, ସମାନଙ୍କେୁ ମୃତ୍ଯୁଦଣ୍ତ ରେ ଦଣ୍ଡିତ ଦେଲେ।

Acts 18:22
ପାଉଲ କାଇସରୀଆ ରେ ପହଞ୍ଚି ୟିରୂଶାଲମର ମଣ୍ଡଳୀକୁ ଯାଇ ସମାନଙ୍କେ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ।

Acts 21:8
ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்