Mark 3:4
ତା'ପରେ ଯୀଶୁ ଲୋକମାନଙ୍କୁ ପଚାରିଲେ, ବିଶ୍ରାମ ଦିବସ ରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣଙ୍କର ଜୀବନ ରକ୍ଷା କରବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍? କିନ୍ତୁ ସମାନେେ ନୀରବ ରହିଲେ।
Luke 6:9
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଛି ବିଶ୍ରାମବାର ରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ? କାହାରି ଜୀବନ ରକ୍ଷା କରିବା ଉଚିତ ନା କାହାରି ଜୀବନ ନଷ୍ଟ କରିବା।
1 Peter 3:17
ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ବରଙ୍କର ଇଚ୍ଛା, ତବେେ ଏହାହିଁ ଭଲ।
3 John 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்