Base Word
κατασείω
Short Definitionto sway downward, i.e., make a signal
Long Definitionto shake down, throw down
Derivationfrom G2596 and G4579
Same asG2596
International Phonetic Alphabetkɑ.tɑˈsi.o
IPA modkɑ.tɑˈsi.ow
Syllablekataseiō
Dictionka-ta-SEE-oh
Diction Modka-ta-SEE-oh
Usagebeckon

Acts 12:17
ପିତର ସମାନଙ୍କେୁ ହାତ ରେ ଠାରି ଚୁପ୍ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସମାନଙ୍କେୁ ବୁଝାଇ କହିଲେ। ସେ ଏ ବିଷୟ ରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣଇବୋ ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଚ଼ାଲିଗଲେ।

Acts 13:16
ତେଣୁ ପାଉଲ ଠିଆ ହାଇେ ହାତ ରେ ସଙ୍କତେ ଦେଲେ ଏବଂ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରିଥିବା ଅନ୍ୟଜାତୀୟମାନେ, ଅନୁଗ୍ରହ କରି ମାେ କଥା ଶୁଣ।

Acts 19:33
ସେତବେେଳେ ଯିହୂଦୀୟମାନେ ଆଲେକ୍ଜାଣ୍ଡରକୁ ଆଗକୁ ପଠାଇଥିଲେ ଓ ତାହାଙ୍କୁ କିଛି କହିବା ପାଇଁ ଉପଦେଶ ଦେଉଥିଲେ। ଆଲେକ୍ଜାଣ୍ଡର ଲୋକମାନଙ୍କ ଆଗ ରେ ହାତ ହଲଇେ ସମାନଙ୍କେୁ ବୁଝାଇବା ପାଇଁ ଚେ଼ଷ୍ଟା କରୁଥିଲେ।

Acts 21:40
ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்