Base Word
Λάζαρος
Literalwhom God helps
Short DefinitionLazarus (i.e., Elazar), the name of two Israelites
Long Definitionan inhabitant of Bethany, beloved by Christ and raised from the dead by him
Derivationprobably of Hebrew origin (H0499); a form of the Hebrew name "Eleazar"
Same asH0499
International Phonetic Alphabetˈlɑ.zɑ.ros
IPA modˈlɑ.zɑ.rows
Syllablelazaros
DictionLA-za-rose
Diction ModLA-za-rose
UsageLazarus

Luke 16:20
ଲାଜାର ନାମ ରେ ଜଣେ ଅତି ଗରିବ ଲୋକ ଥିଲା। ତା' ଦହେ ଘା' ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖ ରେ ପଡି ରହୁଥିଲା।

Luke 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

Luke 16:24
ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'

Luke 16:25
କିନ୍ତୁ ଅବ୍ରାହାମ କହିଲେ, 'ପୁଅ, ତୁ ଯେତବେେଳେ ବଞ୍ଚିଥିଲୁ, ସେତବେେଳେ କଥା ଟିକିଏ ମନେ ପକା। ତୁ ଜୀବନ ରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମ ରେ ଅଛି ଓ ତୁ ୟନ୍ତ୍ରଣା ଭୋଗୁଛୁ।

John 11:1
ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।

John 11:2
ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।

John 11:5
ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।

John 11:11
ଯୀଶୁ ଏକଥା କହିବା ସାରିବା ପରେ, କହିଲେ, ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶାଇେଛନ୍ତି। ମୁଁ ତାହାଙ୍କୁ ଉେଠଇବା ପାଇଁ ସଠାେକୁ ଯାଉଛି।

John 11:14
ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି,

John 11:43
ଏହା ପରେ ଯୀଶୁ ଉଚ୍ଚ ସ୍ବର ରେ ଡାକିଲେ, ଲାଜାର, ବାହାରି ଆସ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்