Base Word
μείζων
Short Definitionlarger (literally or figuratively, specially, in age)
Long Definitiongreater, larger, elder, stronger
Derivationirregular comparative of G3173
Same asG3173
International Phonetic Alphabetˈmi.zon
IPA modˈmi.zown
Syllablemeizōn
DictionMEE-zone
Diction ModMEE-zone
Usageelder, greater(-est), more

Matthew 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

Matthew 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

Matthew 12:6
କିନ୍ତୁ ମୁଁ ତୁମ୍ଭକୁ କହୁଛି, ଏଠା ରେ ଏଭଳି କିଛି ବିଷୟ ଅଛି, ଯାହା ମନ୍ଦିରଠାରୁ ମହାନ୍।

Matthew 18:1
ସହେି ସମୟରେ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ କିଏ?

Matthew 18:4
ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।

Matthew 23:11
ଯେଉଁ ଲୋକ ଚ଼ାକର ଭଳ ତୁମ୍ଭର ସବୋ କରିବ, ସେ ଲୋକ ତୁମ୍ଭମାନଙ୍କ ମଧିଅରେ ସବୁଠାରୁ ବଡ଼ ହବେ।

Matthew 23:17
ତୁମ୍ଭମାନେେ ଅନ୍ଧ ଓ ମୂର୍ଖ। ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସହେି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।

Matthew 23:19
ତୁମ୍ଭମାନେେ ଅନ୍ଧ। ତୁମ୍ଭେ କିଛି ବୁଝିନାହଁ। ବଡ଼ କିଏ? ବଦେୀ ନା ଉପହାର? ବଦେୀ ଉପହାରକୁ ପବିତ୍ର କରିଥାଏ। ତେଣୁ ବଦେୀ ବଡ଼।

Mark 4:32
କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢି ତୁମ୍ଭ ବଗିଚାର ଅନ୍ୟ ଗଛମାନଙ୍କ ଭିତ ରେ ସବୁଠାରୁ ବଡ ହାଇଯୋଏ। ତା'ର ଶାଖା ଗୁଡିକ ବଡ ହାଇଯୋଏ। ପକ୍ଷୀମାନେ ଆସି ତା ଛାଇ ରେ ବସା ବାନ୍ଧି ରହନ୍ତି।

Mark 9:34
କିନ୍ତୁ ଶିଷ୍ଯମାନେ ଚୁପ୍ ରହିଲେ। କାରଣ ସମାନେେ ବାଟରେ ୟୁକ୍ତିତର୍କ କରୁଥିଲେ ଯେ ତାହାଙ୍କ ଭିତ ରେ ସବୁଠାରୁ ଶ୍ ରେଷ୍ଠ କିଏ?

Occurences : 31

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்