Base Word
μέτοχος
Short Definitionparticipant, i.e., (as noun) a sharer; by implication, an associate
Long Definitionsharing in, partaking
Derivationfrom G3348
Same asG3348
International Phonetic Alphabetˈmɛ.to.xos
IPA modˈme̞.tow.xows
Syllablemetochos
DictionMEH-toh-hose
Diction ModMAY-toh-hose
Usagefellow, partaker, partner

Luke 5:7
ସମାନେେ ସାହାୟ୍ଯ ନିମନ୍ତେ ଅନ୍ୟ ଡଙ୍ଗା ରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛ ରେ ଏତେ ଭର୍ତ୍ତି ହାଇଗେଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡିୟିବାକୁ ଲାଗିଲା।

Hebrews 1:9
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।

Hebrews 3:1
ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

Hebrews 3:14
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।

Hebrews 6:4
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।

Hebrews 12:8
ପ୍ରେତ୍ୟକକ ପୁତ୍ର ପିତା ଦ୍ବାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭମାନେେ କବେେ ଦଣ୍ଡ ପାଇ ନାହଁ ପ୍ରେତ୍ୟକକ ପୁତ୍ର ଦଣ୍ଡ ପାଇବା ଉଚିତ, ତାହାହେଲେ ତୁମ୍ଭମାନେେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்